ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ…

ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି। ଆଜି ବିକାଶର ଆଧାର ହୋଇପାରିଛି। ଭାରତର ବିକାଶରେ ଓଡ଼ିଶାର ଭୂମିକା ଅତୁଳନୀୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଏହା କହିଛନ୍ତି। କେନ୍ଦ୍ର ସରକାରଙ୍କ ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଜନତା ମଇଦାନରେ ଆୟୋଜିତ…

ବୌଦ୍ଧ ରୁ ଗଡ଼ିଲା ରେଳଗାଡ଼ି

ଭାରତୀୟ ରେଳ ଇତିହାସରେ ବୌଦ୍ଧର ନାମ ଯୋଡ଼ି ହୋଇଛି। ବହୁ ପ୍ରତୀକ୍ଷିତ ଆଶା ପୂରା ହୋଇଛି। ଦେଶର ରେଳ ମାନଚିତ୍ରରେ ବୌଦ୍ଧ ଜିଲ୍ଲା ଯୋଡ଼ି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶା ଗସ୍ତ ଅବସରରେ ବୌଦ୍ଧରୁ ରେଳ ଚଳାଚଳର ଶୁଭାରମ୍ଭ କରିଛନ୍ତି। ସୋନ୍ପୁରରୁ ପୁରୁଣାକଟକ…

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,ରୋଡ଼ ସୋ ଦେଖିବାକୁ ମସର୍ଥକଙ୍କ ଭିଡ଼

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ଥିଲେ। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ…

ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି

ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ସମାରୋହରେ ପ୍ରଧାନମନ୍ତ୍ରୀ ବଡ଼ କଥା କହିଛନ୍ତି । ଓଡ଼ିଶାରେ ପିଏମ ମୋଦୀ ରାଜ୍ୟକୁ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉପହାର ମଧ୍ୟ ଦେଇଥିଲେ। କାର୍ଯ୍ୟକ୍ରମରେ ନିଜ…

ଆଜି ଠାରୁ ଭାରତ ଇଂଲଣ୍ଡ ପ୍ରଥମ ଟେଷ୍ଟ

ଶୁକ୍ରବାରଠାରୁ ଭାରତୀୟ କ୍ରିକେଟ୍ ଦଳ ୨୦୨୫-୨୭ ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପରେ ତା’ର ପ୍ରଥମ ଶୃଙ୍ଖଳା ଖେଳିବ। ଘରୋଇ ଇଂଲଣ୍ଡ ବିପକ୍ଷରେ ଭାରତ ୫ ମ୍ୟାଚ୍‌ର ଟେଷ୍ଟ ଶୃଙ୍ଖଳା ଖେଳିବାକୁ ଯାଉଛି। ପ୍ରଥମ ମ୍ୟାଚ୍‌ ଶୁକ୍ରବାରଠାରୁ ଲିଡ୍‌ସର ହେଡିଂଲିରେ ଖେଳାଯିବ। ଇଂଲଣ୍ଡରେ ଭାରତର ଟେଷ୍ଟ…

ସର୍ଭାଇକାଲ ଆଥ୍ରାଇଟିସ୍ ରୋଗରେ ଆକ୍ରାନ୍ତ ନବୀନ , ଆଜି ଚିକିତ୍ସା ପାଇଁ ଯିବେ ମୁମ୍ବାଇ

ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ସକାଳ ୧୦ଟାରେ ସର୍ଭାଇକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ…

ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ଜନ୍ମଦିବସ । ୧୯୫୮ମସିହା ଜୁନ୍‍ ୨୦ରେ ମୟୂରଭଞ୍ଜ ଜିଲ୍ଲା ରାଜରଙ୍ଗପୁରରେ ଜନ୍ମଗ୍ରହଣ କରିଥିଲେ ଦେଶର ପ୍ରଥମ ନାଗରିକ । ମାଟିର ମୋତି, ମାନବିକତାର ମହନୀୟ ତଥା ସ୍ନେହଶୀଳ ବ୍ୟକ୍ତିତ୍ୱ । ସୁସ୍ଥ, ସୁନ୍ଦର ସମାଜ ଗଠନ ପାଇଁ ଅସୁମାରୀ ସ୍ୱପ୍ନକୁ…

ଆଜିର ରାଶିଫଳ

ମେଷ: ଆର୍ଥିକ ସ୍ଥିତି ନିମ୍ନଗାମୀ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭ କାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। କୃଷିକର୍ମରେ ଦକ୍ଷତା ପ୍ରତିପାଦନ କରିବେ। ସତ୍‌ପରାୟଣ ହେବେ। ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ। ବହୁ ସୁଖକର ଘଟଣାମାନ ଘଟିବ ।…

୧୨ ମାଓବାଦୀଙ୍କ ଆତ୍ମସମର୍ପଣ

ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି ସଦସ୍ୟ ୨ ଜଣ। ତେଲେଙ୍ଗାନା ପୁଲିସ ତରଫରୁ ଲଗାତାର ନକ୍ସଲ ଅପରେସନ…