ଦୁଇଥାକିଆ ହେଲା ଜିଏସ୍ଟି ଢାଞ୍ଚା, ଶସ୍ତା ହେଲା ଏହି ସବୁ ସାମଗ୍ରୀ
ନୂଆଦିଲ୍ଲୀରେ ଅନୁଷ୍ଠିତ ଜିଏସ୍ଟି ପରିଷଦ ବୈଠକରେ ଆଜି ଐତିହାସିକ ନିଷ୍ପତ୍ତି ନିଆଯାଇଛି। ସାଧାରଣ ଜନତା ଓ ମଧ୍ୟବିତ୍ତ ପରିବାରର ଆର୍ଥିକ ବୋଝ ଲାଘବ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଚାରିଥାକିଆ ଜିଏସ୍ଟି ଢାଞ୍ଚାକୁ ଦୁଇଥାକିଆ କରିଛନ୍ତି। କେବଳ ୫ ପ୍ରତିଶତ ଓ ୧୮…