ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ କଲରା
ପାଟିକୁ ପିତା, ହେଲେ ଦେହ ପାଇଁ ଭାରି ହିତ। ଏଭଳି ଏକ ପରିବା ହେଉଛି କଲରା। କଲରା ପିତା ହେଲେ ବି ଭାରି ସ୍ବାଦିଷ୍ଟ। କଲରା ଖାଇବାର ମଜା ଯିଏ ଜାଣିଛନ୍ତି ସେମାନଙ୍କର ଏହି ପରିବା ପ୍ରିୟ ପରିବା ଭିତରେ ଗଣା ହୋଇଯାଏ। ଏହାକୁ ଆପଣ କଞ୍ଚା ବି ଜୁସ୍ କରି ପିଇପାରିବେ।
ଆସନ୍ତୁ ଜାଣିବା ବର୍ଷା…