ବୁଲେଟ ଟ୍ରେନରେ ବୁଲିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ସହ ଟୋକିଓରୁ ସେଣ୍ଡାଇ ବୁଲେଟ ଟ୍ରେନରେ ଯାତ୍ରା କରିଥିଲେ। ଉଭୟ ନେତା ସୋସିଆଲ ମିଡିଆରେ ସେମାନଙ୍କ ଯାତ୍ରାର ଫଟୋ ଶେୟାର କରିଥିଲେ। ଜାପାନ ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ…

ଚାଇନା ମାଟିରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର  SCO ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ପହଞ୍ଚିଛନ୍ତି। ଶିଖର ସମ୍ମିଳନୀ ବ୍ୟତୀତ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ସହ ପୃଥକ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ। ଜାପାନ ଗସ୍ତ ଶେଷ କରିବା ପରେ…

ମୃତ ୧୧ ଜଣ ପ୍ରଶଂସକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କଲା ଆରସିବି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଶନିବାର ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛି। ଟ୍ରଫି ଜିତିବା ପରେ ଖୁସି ମନାଇବା ପା‌ଇଁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଏବେ ବଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ସମୟରେ…

ଓଲିଉଡ୍‌ ଚଳଚ୍ଚିତ୍ର ‘ରାମରାଜ୍ୟ’ର ପ୍ରଥମ ସିଡ୍ୟୁଲ୍ ସୁଟିଂ କୋଲକାତାରେ ଶେଷ

ଓଲିଉଡ୍‌ର ଆଗଧାଡ଼ିର ପ୍ରଯୋଜକ କୁମାର ପ୍ରୀତମ୍ ସାହୁଙ୍କ ‘ରାମରାଜ୍ୟ’ର ପ୍ରଥମ ସିଡ୍ୟୁଲ୍ ସୁଟିଂ କୋଲକାତାରେ ଶେଷ ହୋଇଛି। ୨୦୨୩ରେ ମୁକ୍ତିଲାଭ କରିଥିବା ‘କଟକ ଶେଷରୁ ଆରମ୍ଭ’ର ଏହା ସିକ୍ବେଲ୍ ବୋଲି କୁହାଯାଇଛି। ସୁଧାଂଶୁ ମୋହନ ସାହୁଙ୍କ ନିର୍ଦ୍ଦେଶିତ ଏହି ସିନେମାର ପ୍ରଥମ…

ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି

ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟାହ୍ନରେ ରାଜଭବନଯାଇଛନ୍ତି। ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଗସ୍ତରେ ଆସିଥିଲେଲୋକ ସଭା ବାଚସ୍ପତି ଓମ ର୍ବିଲା। ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି…

ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାଇଥିବା ୫୦% ଶୁଳ୍କ ପ୍ରଭାବରେ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି। ଅର୍ଥାତ୍‌ ଗୋଟିଏ ଡଲାର କିଣିବା ଲାଗି ଭାରତୀୟ ମୁଦ୍ରାରେ ୮୮ ଟଙ୍କାରୁ ଅଧିକ ଗଣିବାକୁ ପଡ଼ୁଛି। ଏହା ଆମଦାନୀକାରୀ ଏବଂ…

ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କ ପ୍ରାୟ ୪୦% ବୃଦ୍ଧି କଲେ କେନ୍ଦ୍ର ସରକାର

କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି କହିଛନ୍ତି ଯେ କେନ୍ଦ୍ର ସରକାର ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କକୁ ପ୍ରାୟ ୪୦% ବୃଦ୍ଧି କରିଛନ୍ତି, ଯାହା ଦେଶର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ସରକାରମାନଙ୍କୁ ଆର୍ଥିକ ଆଶ୍ୱସ୍ତି…

ସଂସଦୀୟ ତଥା ବିଧାନସଭା ସମିତିଗୁଡ଼ିକର ଭୂମିକା ଆହୁରି ଗୁରୁତ୍ୱପୂର୍ଣ୍ଣ

ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସମିତି ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଦୁଇଦିନିଆ ଜାତୀୟ…

ଦଳିତଙ୍କ ସେବା କରିବା ହେଉଛି ପ୍ରକୃତ ପୂଜା’’ – କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ

କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଆଜି କର୍ଣ୍ଣାଟକ ମୈସୁରୁସ୍ଥିତ ଶ୍ରୀ ସୁତ୍ତୁର ମଠରେ ଯୋଗ ଦେଇ ଜଗଦଗୁରୁ ଡ. ଶ୍ରୀ ଶିବରାତ୍ରୀ ରାଜେନ୍ଦ୍ର ମହାସ୍ୱାମୀଜୀଙ୍କ ୧୧୦ତମ ଜନ୍ମବାର୍ଷିକୀ ପାଳନ କରିଥିଲେ। ଏହି…

ରାଶିଫଳ : ପାରିବାରିକ ଜୀବନ ସୁଖମୟ ରହିବ

ମେଷ: ସ୍ଥଗିତ ଥିବା କାମ ସଂପୂର୍ଣ୍ଣ ହେବ। ଆପଣଙ୍କର ଆତ୍ମବିଶ୍ବାସ ବଢ଼ିବ। ଆର୍ଥିକ ସ୍ଥିତ ସ୍ବଚ୍ଛଳ ରହିବ। ଚାକିରିରେ ବଦଳି ଯୋଗ ଅଛି। ଶଶୁର ଘରୁ କୌଣସି ଖୁସି ଖବର ପାଇବେ। ଜୀବନସାଥୀ ସହିତ ମଧୁର ହେବ। ପାରିବାରିକ ଜୀବନ ସୁଖମୟ ରହିବ ବୃଷ: କିଛି ନୂଆ ଲୋକଙ୍କ ସହିତ…