ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ନା

ରାଜଧାନୀ ଭୁବନେଶ୍ବରରେ ନିଶା ବେପାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…

ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ

ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ ରହିଛି । ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍)ର ଏକ ନୂତନ ଅଧ୍ୟୟନ ଅନୁଯାୟୀ ମିଜୋରାମରେ ଏହି ବିପଦ ପ୍ରାୟ ଦୁଇଗୁଣ- ପୁରୁଷଙ୍କ ପାଇଁ ୨୧.୧ ପ୍ରତିଶତ ଓ ମହିଳାଙ୍କ ପାଇଁ ୧୮.୯ ପ୍ରତିଶତ । ବଡ଼…

ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ

ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ। ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। ପ୍ରଥମ ବୈଠକରେ ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହ ଏକ ସବ କମିଟି ଗଠନ…

ଟ୍ରମ୍ପଙ୍କ ଟାରିଫ ଦ୍ବାରା ଭାରତର ଅର୍ଥନୀତି ପ୍ରଭାବିତ ହୋଇନାହିଁ, ଏପ୍ରିଲ-ଜୁନ ରେ ଭାରତର ଜିଡିପି ବୃଦ୍ଧି ହାର…

ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ନୀତି ସାରା ବିଶ୍ୱକୁ  କରୁଥିବା ବେଳେ ଭାରତର ଅର୍ଥନୀତି ଏହାଦ୍ୱାରା ମୋଟେ ପ୍ରଭାବିତ ହୋଇନାହିଁ। ଟ୍ରମ୍ପ ଭାରତକୁ ‘ଡେଡ ଇକୋନୋମୀ’ ବୋଲି କହିଥିଲେ, କିନ୍ତୁ ଚଳିତ ବର୍ଷର ପ୍ରଥମ ତ୍ରୈମାସିକ (ଏପ୍ରିଲ-ଜୁନ)ରେ ଭାରତର ଜିଡିପି(ସକଳ ଘରୋଇ ଉତ୍ପାଦ) ବୃଦ୍ଧି ହାର…

ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ବର : ସାଂସଦ ଖେଳ ମହୋତ୍ସବ (Sansad Khel Mahotsav) ରେଜିଷ୍ଟ୍ରେସନ ବାଲେଶ୍ବର ସଂସଦୀୟ କ୍ଷେତ୍ରରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଦ୍ବାରା ଶୁଭାରମ୍ଭ ହୋଇଛି  । ଏହି କ୍ରୀଡ଼ା ମହୋତ୍ସବକୁ ଉଦଘାଟନ କରି ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ଯେ  ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ।ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ। ନିକଟରେ ନିଟ ପାସ କରିଥିବା…

ଆଜି ଠାରୁ ଏସଆ କପ ହକି ପ୍ରତିଯୋଗିତା

ବହୁ ପ୍ରତୀକ୍ଷିତ ଏସିଆ କପ୍ ହକି ପ୍ରତିଯୋଗିତା ଶୁକ୍ରବାରଠାରୁ ଏଠାରେ ଆରମ୍ଭ ‌ହେବ। ଆସନ୍ତାବର୍ଷ ନେଦରଲାଣ୍ଡ୍‌ସ ଓ ବେଲଜିୟମ୍‌ରେ ଆୟୋଜିତ ହେବାକୁ ଥିବା ବିଶ୍ବକପ୍ ଲାଗି ଏହି ୮ ଦଳୀୟ ପ୍ରତିଯୋଗିତା ଆୟୋଜକ ଭାରତ ପାଇଁ ଶ୍ରେଷ୍ଠ ଓ ଶେଷ ସୁଯୋଗ ହେବ। ଭାରତୀୟ ହକି ଦଳ ଏଫ୍‌ଆଇଏଚ୍ ପ୍ରୋ…

‘ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟ’ ଶୋର ବିଚାରକରୁ ବାଦ ପଡ଼ିଲେ ଶିଳ୍ପା

ଲୋକପ୍ରିୟ ଡ୍ୟାନ୍ସ ରିଆଲିଟି ଶୋ 'ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟ' ଖୁବ୍ ଶୀଘ୍ର ଏହାର ନୂତନ ସିଜିନ୍ ସହିତ ଫେରିବାକୁ ଯାଉଛି। ଶୋ'ର ଅଡିସନ୍ ଆରମ୍ଭ ହୋଇଯାଇଛି ଏବଂ ଏହି ସମୟରେ ଶୋ'ର ବିଚାରକ ଥିବା ସେଲିବ୍ରିଟିମାନଙ୍କୁ ଏକ ବଡ଼ ଝଟକା ଲାଗିଛି। 'ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟ'ର ନୂତନ ସିଜିନ୍‌ର…

୨୦୨୬ ସୁଦ୍ଧା ଆସିବ ଜିଓର ଆଇପିଓ

ରିଲାଏନ୍ସ ଗ୍ରୁପର ବାର୍ଷିକ ସାଧାରଣ ଅଧିବେଶନ ଅବସରରେ କମ୍ପାନୀର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଜିଓର ଆଇପିଓ ଆସନ୍ତା ବର୍ଷର ପ୍ରଥମାର୍ଦ୍ଧ ସୁଦ୍ଧା ଆସିବ। ଅର୍ଥାତ୍ ଜିଓରେ ଆସନ୍ତା ବର୍ଷ ସାଧାରଣ ନିବେଶକମାନେ ନିବେଶ କରିପାରିବେ ।…

ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀ ଉଦଘାଟନ

ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭାର ବାଚସ୍ପତି ଓମ୍ ବିର୍ଲା। ଅଗଷ୍ଟ ୨୯ ଏବଂ ୩୦ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ୧୯୯୪ ପରେ ପ୍ରଥମ ଥର ପାଇଁ…