ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଜମ୍ମୁ-କାଶ୍ମୀର ଗସ୍ତରେ ଥିବାବେଳେ ସେଠାରେ ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍‌ଘାଟନ କରିଛନ୍ତି। ଚେନାବ ରେଲଓ୍ବେ ସେତୁ ଉଦ୍‌ଘାଟନ କରି ତ୍ରିରଙ୍ଗା ଉଡ଼ାଇଛନ୍ତି ମୋଦୀ। ୧୫ ଶହ କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ହୋଇଛି ଏହି…

ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଭୁବନେଶ୍ଵର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଜଣଙ୍କୁ…

ବେଙ୍ଗାଲୁରୁ ଦଳାଚକଟା – ଆରସିବିର ମାର୍କେଟିଂ ମୁଖ୍ୟ ନିଖିଲ ସୋସାଲେଙ୍କୁ ଗିରଫ

ଜୁନ୍‌ ୪ ତାରିଖରେ ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ହୋଇଥିବା ଦଳାଚକଟା ଘଟଣାରେ ଦୀର୍ଘ ୨ ଦିନ ପରେ ବେଙ୍ଗାଲୁରୁ ପୁଲିସ୍‌ ଆରସିବିର ମାର୍କେଟିଂ ମୁଖ୍ୟ ନିଖିଲ ସୋସାଲେଙ୍କୁ ଗିରଫ କରିଛି। ସେ ମୁମ୍ବାଇ ଯାଉଥିବା ବେଳେ ଡିଆଜିଓ ଇଣ୍ଡିଆରେ ଆରସିବିର ମାର୍କେଟିଂ ଏବଂ ରାଜସ୍ୱ ମୁଖ୍ୟ…

ବିବାହ ବନ୍ଧନରେ ବାନ୍ଧି ହେଲେ ସ୍ତନ କର୍କଟ ରୋଗ ସହିତ ଲଢ଼ୁଥିବା ଟେଲି ଅଭିନେତ୍ରୀ ହୀନା ଖାନ

ବିବାହ ବନ୍ଧନରେ ବାନ୍ଧି ହେଲେ ସ୍ତନ କର୍କଟ ରୋଗ ସହିତ ଲଢ଼ୁଥିବା ଟେଲି ଅଭିନେତ୍ରୀ ହୀନା ଖାନ। ସେ ତାଙ୍କର ଦୀର୍ଘକାଳୀନ ପ୍ରେମିକ ରକି ଜୟସୱାଲଙ୍କୁ ବିବାହ କରିଛନ୍ତି। ଅଭିନେତ୍ରୀଜଣକ ସୋସିଆଲ ମିଡିଆରେ ତାଙ୍କ ବିବାହର କିଛି ସୁନ୍ଦର ଫଟୋ ସେୟାର କରି ଏହା ବିଷୟରେ ସୂଚନା ଦେଇଛନ୍ତି।ହୀନା…

ରେପୋ ହାର ୫୦ ବେସିସ୍ ପଏଣ୍ଟ ହ୍ରାସ

କମିଲା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ରେପୋ ରେଟ୍‌। ଶୁକ୍ରବାର ଦିନ ପ୍ରମୁଖ ଋଣ ହାର ବା ରେପୋ ହାର ୫୦ ବେସିସ୍ ପଏଣ୍ଟ ହ୍ରାସ କରିଛି। ପୂର୍ବରୁ ୬% ରହିଥିବା ବେଳେ ତାହା ହ୍ରାସ ପାଇ ଏବେ ୫.୫ ପ୍ରତିଶତରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ବା ଆର୍‌ବିଆଇର ଗଭର୍ଣ୍ଣର…

ଆଜିର ରାଶିଫଳ

ବୁଧ ଓ ଶୁକ୍ରଙ୍କ ଲାଭ ଯୋଗର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ। ଗ୍ରହଙ୍କ ଚଳନ ଓ ଜୀବନରେ ଶୁଭ,ଅଶୁଭ ପ୍ରଭାବ କାରଣରୁ ବିଭିନ୍ନ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ଭିନ୍ନ ଭିନ୍ନ ପ୍ରଭାବ ପଡିଥାଏ । ବୁଧ ଓ ଶୁକ୍ର ଗ୍ରହ ଏକାଠି ହେବା ସହ ଶୁଭ ସ୍ଥିତିରେ ରହିବା କାରଣରୁ ଲାଭ…

ଏଟିଏମରୁ ବାହାରିବ ଛୋଟ ନୋଟ

ଏଟିଏମ୍‌ରୁ ଟଙ୍କା ଉଠାଉଥିବା ଲୋକମାନେ ଅଧିକାଂଶ ସମୟରେ ଛୋଟ ନୋଟ୍ ପାଉ ନ ଥିବାରୁ ନିରାଶ ହେଉଛନ୍ତି। କୌଣସି ଜରୁରୀ କାମରେ ଟଙ୍କା ଉଠାଇବା ବେଳେ କେବଳ ୫୦୦ ଟଙ୍କିଆ ବାହାରୁଛି। ସେହି ନୋଟ୍‌କୁ ନେଇ କିଛି କିଣିବା ବେଳେ ବ୍ୟବସାୟୀମାନେ ଛୋଟ ନୋଟ୍‌ ମାଗୁଛନ୍ତି। ଲୋକମାନେ ସାମ୍ନା…

ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ

ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦର ବୈଠକ । ଏପ୍ରିଲ ୨୨ ପହଲଗାଓଁ ହମଲା ଏବଂ ତତପରବର୍ତ୍ତୀ ଅପରେସନ ସିନ୍ଦୂର ପରେ ପ୍ରଥମ ଥର ଲାଗି ଏହି ବୈଠକ ବସୁଛି । ଅପରେସନ ସିନ୍ଦୂରରେ ପାକିସ୍ତାନ ଓ ପାକ୍ ଅଧିକୃତ କାଶ୍ମୀରର ୯ଟି ଟେରର କ୍ଯାମ୍ପରେ ହମଲା କରିଥିଲା ଭାରତ । ଆତଙ୍କବାଦ ବିରୋଧରେ ଭାରତର ଏହି…

ସୁରୁଖୁରୁରେ ସରିବ ମହାପ୍ରଭୁଙ୍କ ରଥଯାତ୍ରା

କିପରି ସୁରୁଖୁରୁରେ ସରିବ ମହାପ୍ରଭୁଙ୍କ ରଥଯାତ୍ରା । ଶୃଙ୍ଖଳିତ ନୀତିକାନ୍ତି ସହ ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ପ୍ରସ୍ତାବ । ଗତକାଲି ପୁରୀ ଜିଲ୍ଲାପାଳଙ୍କ ଅଧ୍ଯକ୍ଷତାରେ ସମସ୍ତ ସେବାୟତଙ୍କୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରାଯାଇଥିଲା । ଆସନ୍ତା ୧୧ ତାରିଖ ଦେବସ୍ନାନ ପୁର୍ଣିମା ।…

୬ ରୋଗୀଙ୍କ ଜୀବନ ନେଲା ଭୁଲ୍ ଇଞ୍ଜେକ୍ସନ

ଭୁଲ ଇଞ୍ଜେକ୍ସନ ଯୋଗୁଁ ୬ ଜଣ ରୋଗୀଙ୍କର ମୃତ୍ୟୁ। କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ଆଇସିୟୁ ସର୍ଜରୀରେ ୪ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ, ୱାର୍ଡରେ ଥିବା ଦୁଇ ରୋଗୀଙ୍କ ମୃତ୍ୟୁ ହୋଇଛି। ଗତକାଲି ୫ ଜଣଙ୍କର ଜୀବନ ଯାଇଥିବା…