ଗୋଆରେ ଖେଳାଯିବ ଚଳିତବର୍ଷର ଫିଡେ ଚେସ୍ ବିଶ୍ବକପ୍

ଚଳିତବର୍ଷର ଫିଡେ ଚେସ୍ ବିଶ୍ବକପ୍ ଗୋଆରେ ଖେଳାଯିବ। ଏହି ବିଶ୍ବକପ୍ ଅକ୍ଟୋବର ୩୦ରୁ ନଭେମ୍ବର ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୫ ଥର ବିଶ୍ବ ଚମ୍ପିଆନ୍ ମ୍ୟାଗ୍ନସ କାର୍ଲସେନ୍ ଏହି ବିଶ୍ବକପ୍ ଖେଳିବା ସମ୍ଭାବନା କମ୍। ବିଶ୍ବକପ୍‌ରେ ମୋଟ ୨୦୬ ଜଣ ଖେଳିବେ। ସେମାନଙ୍କ ମଧ୍ୟରୁ ପ୍ରଥମ ୫୦ ଜଣ…

୨୦୩୮ ମସିହା ସୁଦ୍ଧା ଭାରତ ୩୪.୨ ଟ୍ରିଲିୟନ୍ ଡଲାର ସହିତ ବିଶ୍ୱର ଦ୍ୱିତୀୟ ବୃହତ ଅର୍ଥନୀତି ହେବ

ଭାରତ ଉପରେ ୫୦ ପ୍ରତିଶତ ଟାରିଫ୍ ଲଗାଇଛି ଆମେରିକା । ହେଲେ ଏହାର ପ୍ରଭାବ କିନ୍ତୁ ଭାରତୀୟ ଅର୍ଥନୀତି ଉପରେ କୌଣସି ପ୍ରଭାବ ପକାଇବନି । ଏକଥା ଆମେ କହୁନୁ ବରଂ EY ଇଣ୍ଡିଆ ରିପୋର୍ଟରେ ଏହି କଥାକୁ ଆକଳନ କରାଯାଇଛି । ଏହି ରିପୋର୍ଟରେ କୁହାଯାଇଛି ଯେ, ୨୦୩୮ ମସିହା ସୁଦ୍ଧା ଭାରତ ୩୪.୨…

ଆରଏସଏସ ଭାଜପା ପାଇଁ ନିଷ୍ପତ୍ତି ନେଇଥାଏ ବୋଲି କଥା ସତ୍ୟ ନୁହେଁ- ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ସଂଘର ‘ସଂଘ ଯାତ୍ରାର ୧୦୦ ବର୍ଷ’ ଶୀର୍ଷକ ତିନି ଦିନିଆ ବକ୍ତୃତା କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷା, ସଂସ୍କୃତି ଓ ସଂଘର ଭୂମିକା ଉପରେ ନିଜର ମତ ରଖିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, “ଆରଏସଏସ ଭାଜପା ପାଇଁ ନିଷ୍ପତ୍ତି…

ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୩ ମହିଳାଙ୍କ ସମେତ ୪ ମାଓବାଦୀ ମୃତ

ଛତିଶଗଡ଼- ମହାରାଷ୍ଟ୍ର ସୀମାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଗଢଚିରୋଲି-ନାରାୟଣପୁର ସୀମାବର୍ତ୍ତୀ ଜଂଗଲରେ ଗୁଳିବିନିମୟ ହୋଇଥିବା ଜଣାଯାଇଛି। ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୩ ମହିଳା ଥିବା…

ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ପବିତ୍ର ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,ଜୟ ଜଗନ୍ନାଥ ଜୟ ମାଁ ସମ୍‌ଲେଇ। "ସମ୍‌କୁ ମୋର ନୂଆଁଖାଇ ଜୁହାର୍" । ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅନେକ ଅନେକ…

ରାଶିଫଳ : ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ

ମେଷ: ସନ୍ଧ୍ୟା ସୁଦ୍ଧା କୌଣସି ଶୁଭ ଖବର ପାଇବେ। ଦୀର୍ଘ ଦିନର ବାକିଥିବା କାମ ପୂରା ହେବ। ଜମିବାଡ଼ି ମାମାଲାରେ ଲାଭ ପାଇବେ। ପାରିବାରିକ ଜୀବନ ସୁଖକର ହେବ। ରାଜନୀତିରେ ସଫଳତା ପାଇବେ। ‌ ବୃଷ: ଆପଣଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଜରୁରୀ କାମରେ ବନ୍ଧୁର ସାହାଯ୍ୟ ପାଇବେ। କେହି…

ବିଜେଡିର ପୂର୍ବତନ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ , ଜାଣନ୍ତୁ କଣ

ବିଜେଡିର ପୂର୍ବତନ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଅର୍ଥ ହେରଫେର, ସଂସଦରେ ଦେଶ ସୁରକ୍ଷା ଓ ରୁଷ ବିରୋଧୀ ପ୍ରଶ୍ନ ପଚାରିବା ଭଳି ଅଭିଯୋଗ ଆସିଛି । ଏହାସହ ସମ୍ପତ୍ତି କାରବାର, ଟ୍ରଷ୍ଟ ନାଁରେ ବିଦେଶରୁ ଟଙ୍କା ଆଣିବା, ବିମୁଦ୍ରୀକରଣ ବେଳେ ନଗଦ ଟଙ୍କା…

ଦିଲ୍ଲୀରେ ପୁରୁଷଙ୍କଠାରେ କର୍କଟ ହାର ସର୍ବାଧିକ

ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ ରହିଛି ।  ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍  ରିସର୍ଚ୍ଚ (ଆଇସିଏମ୍ଆର୍) ର ଏକ ନୂତନ ଅଧ୍ୟୟନ ଅନୁଯାୟୀ ମିଜୋରାମରେ  ଏହି ବିପଦ ପ୍ରାୟ ଦୁଇଗୁଣ- ପୁରୁଷଙ୍କ ପାଇଁ ୨୧.୧ ପ୍ରତିଶତ ଓ ମହିଳାଙ୍କ ପାଇଁ ୧୮.୯ ପ୍ରତିଶତ …

ଜାତୀୟ ଶିକ୍ଷା ନୀତି ଅନୁସାରେ ହେବ ପାଠପଢ଼ା, ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୫୫ଟି ପାଠ୍ୟପୁସ୍ତକ ପରିବର୍ତ୍ତନ…

ଜାତୀୟ ଶିକ୍ଷା ନୀତି ଅନୁସାରେ ହେବ ପାଠପଢ଼ା । ଏ ନେଇ ପ୍ରସ୍ତୁତ ହେଉଛି ନୂଆ ପାଠ୍ୟପୁସ୍ତକ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୫୫ଟି ପାଠ୍ୟପୁସ୍ତକ ପରିବର୍ତ୍ତନ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଘନ ଘନ ବୈଠକ । ନୂଆ ନୂଆ ପରିବର୍ତ୍ତନ । ଜାତୀୟ ଶିକ୍ଷା ନୀତି କାର୍ଯ୍ୟକାରୀ…

ଆଜି ଚାଷୀଙ୍କ ଖାତାକୁ ଯାଇଛି ସିଏମ୍‌ କିଷାନର ୩ୟ କିସ୍ତି ଟଙ୍କା

ସିଏମ୍‌ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଏହି କିସ୍ତି ଟଙ୍କା ଯାଇଥିବା…