୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି

୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛିି।ନୂଆଖାଇ ପର୍ବ ଉପଲେକ୍ଷେ ୨୯ ତାରିଖ ଛୁଟି ରହିବ। ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ବିତୀୟ ଶନିବାର…

ଆବ୍ରାହମଙ୍କୁ ସିନେମାରୁ ଦୂରେଇ ରହିବା ଭଲ- ଫିଲ୍ମ ନିର୍ମାତା ବିବେକ ଅଗ୍ନିହୋତ୍ରୀ

କିଛି ଦିନ ତଳେ ଫିଲ୍ମ 'ଦି କଶ୍ମୀର ଫାଇଲ୍ସ'କୁ ଅତି-ରାଜନୈତିକ ବୋଲି କହିଥିଲେ ବଲିଉଡ ଅଭିନେତା ଜନ୍ ଆବ୍ରାହମ। ଏବେ ତାଙ୍କର ଏଭଳି ବୟାନକୁ ନେଇ ଫିଲ୍ମ ନିର୍ମାତା ବିବେକ ଅଗ୍ନିହୋତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। 'ଦି ବେଙ୍ଗଲ୍ ଫାଇଲ୍ସ'ର ନିର୍ଦ୍ଦେଶକ, ଆବ୍ରାହମଙ୍କୁ ସିନେମା ନିର୍ମାଣ କରିବା…

ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍‌କା

ଧର୍ମଶାଳାରେ ଅଧିକାଂଶ ସରପଞ୍ଚ ଓ ସମିତି ସଭ୍ୟ ବିଜେଡି ଛାଡ଼ି ବିଜେପିରେ ସାମିଲ ହେବା ପରେ ଓ ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫାର ସପ୍ତାହେ ନପୂରୁଣୁ ଆଜି ବଡ଼ଚଣା ବ୍ଲକ୍‌ର ଅଧ୍ୟକ୍ଷା, ଉପାଧ୍ୟକ୍ଷଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଓ ସହସ୍ରାଧିକ କର୍ମୀ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି।…

ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ

କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଏକ ସାକ୍ଷାତକାରରେ ସମ୍ବିଧାନ (୧୩୦ତମ ସଂଶୋଧନ) ବିଲ୍ ୨୦୨୫ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଥିଲେ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ପଷ୍ଟ ଭାବେ ବିଶ୍ୱାସ…

କଲରା ପତ୍ର ବି ଗୁଣକାରୀ

ଆମେ କଲରା  ଖାଇଲେ କୃମି ନଷ୍ଟ ହୋଇଥାଏ ବୋଲି ସାଧାରଣରେ ଏକ ଧାରଣା ରହିଛି। ଏହା କ୍ଷୁଧା ଓ ପାଚନ ଶକ୍ତିକୁ ବୃଦ୍ଧି କରିଥାଏ। ତେବେ ଜାଣନ୍ତି କି କଲରା ପତ୍ର ବି ଗୁଣକାରୀ। ଏଥିରେ ଭିଟାମିନ୍‌ ଏ ଥାଏ ଓ ହାଇପୋଗ୍ଲାଇସେମିକ୍‌ର ଗୁଣ ଥାଏ, ଯାହା ରକ୍ତ ସୁଗାର ସ୍ତର ନିୟନ୍ତ୍ରଣ କରିବାରେ ସହାୟକ…

ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି

୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଦେଶ କରିବା ପାଇଁ, ଭାରତ କର୍ମଶକ୍ତିରେ ୭୦ ପ୍ରତିଶତ ମହିଳା ଅଂଶଗ୍ରହଣ ନିଶ୍ଚିତ କରିବାର ଏକ ମହତ୍ୱାକାଂକ୍ଷୀ ଲକ୍ଷ୍ୟ ରଖିଛି। ମହିଳା ସଶକ୍ତୀକରଣ ଜାତୀୟ ପ୍ରଗତିରେ ଏକ ପ୍ରମୁଖ କାରଣ ଏବଂ ଆଜି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ …

ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ

ଜାମ୍ମୁକାଶ୍ମୀର ଶ୍ରୀନଗରସ୍ଥିତ ଡାଲ୍‌ ହ୍ରଦରେ ଆୟୋଜିତ ପ୍ରଥମ ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଖେଲୋ ଇଣ୍ଡିଆ ଜଳକ୍ରୀଡା ମହୋତ୍ସବରେ ମଧ୍ୟପ୍ରଦେଶ, ଓଡ଼ିଶା ଏବଂ କେରଳ ଶ୍ରେଷ୍ଠ ତିନୋଟି ରାଜ୍ୟ ଭାବରେ ଉଭା ହୋଇଛନ୍ତି। ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ଏବଂ…

ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ

ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ରାଜ୍ୟ…

ରାଶିଫଳ : ରାଜନୀତିକ ଲୋକଙ୍କର ସମାଜିକ ପ୍ରତିଷ୍ଠା ବଢ଼ିବ

ମେଷ: ଅଚାନକ ଆପଣଙ୍କୁ କିଛି ଏଭଳି ମିଳିବ ଯାହା ତଲାସରେ ଥିଲେ। କ୍ଷୁଦ୍ର ଉଦ୍ୟୋଗୀ ଲୋକଙ୍କ କାମରେ ଦ୍ରୁତ ଆସିବ। ଶତ୍ରୁଙ୍କୁ ଜୟ କରିବେ। ସ୍ବାସ୍ଥ୍ୟ ଭଲ ରହିବ। ବାହାର ଖାଦ୍ୟ ବର୍ଜନ କରନ୍ତୁ। ‌ ବୃଷ: ନିଜକୁ ଆର୍ଥିକ ରୂପେ ସୁଦୃଢ଼ କରିବାରେ ସଫଳ ହେବେ। କୋର୍ଟର ଫଇସଲା…

ୟେମେନ ରାଜଧାନୀରେ ଇସ୍ରାଏଲର ଏୟାରଷ୍ଟ୍ରାଇକ

ଇରାନ ସମର୍ଥତ୍ତ ୟେମେନ୍‌ର ହୁଟି ଆତଙ୍କବାଦୀଙ୍କ ମିଶାଇଲ୍‌ ଆକ୍ରମଣ ଜବାବରେ ଇସ୍ରାଏଲୀ ସେନା ରବିବାର ଅପରାହ୍ନରେ ୟେମେନ୍‌ ରାଜଧାନୀ ସାନା ଉପରେ ଜୋର୍‌ଦାର ବୋମାମାଡ଼ କରିଛି। ଗତ ୧୭ ତାରିଖର ଆକ୍ରମଣ ପରେ ରବିବାର ହୁଟିଙ୍କ ଅକ୍ତିଆରରେ ଥିବା ସାନା ଉପରେ ଆକ୍ରମଣ ହୋଇଥିବା ସ୍ଥାନୀୟ…