ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ

ଆଜି ରାଜ୍ୟ କ୍ୟାବିନେଟ ବୈଠକ ୦୩ ଟି ବିଭାଗର ୦୪ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି  । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ  ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା  l  ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ ତମ…

ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆମ ଆଦମୀ ପାର୍ଟି (AAP) ଏମ୍‌ପି ତଥା ସ୍ବାମୀ ରାଘବ ଚଡ୍ଡା ସହ ସେ ନିଜର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଉଭୟ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ ଘୋଷଣା କରିଛନ୍ତି। ଦମ୍ପତି ଏକ ଗୋଲ…

ଭାରତ ପାଇଁ ପ୍ରଥମ ନିଯୁକ୍ତି ସୁଯୋଗ ନେଇ ଆସୁଛି ଓପନ୍‌ ଏଆଇ,ପ୍ରଥମ ଅଫିସ୍‌ ଦିଲ୍ଲୀରେ ଖୋଲିବ

ଭାରତ ପାଇଁ ପ୍ରଥମ ନିଯୁକ୍ତି ସୁଯୋଗ ନେଇ ଆସୁଛି ଓପନ୍‌ ଏଆଇ। ବର୍ତ୍ତମାନ କମ୍ପାନିର ଭାରତରେ କେବଳ ଜଣେ କର୍ମଚାରୀ ଅଛନ୍ତି। ସିଏ ହେଉଛନ୍ତି ପ୍ରଜ୍ଞା ମିଶ୍ର। ଯିଏକି ଦେଶରେ ସାର୍ବଜନୀନ ନୀତି ଏବଂ ସହଭାଗୀତାର ନେତୃତ୍ୱ ନେଉଛନ୍ତି। କମ୍ପାନି ଏବେ ଭାରତରେ ତା’ର କାୟା ବିସ୍ତାର କରିବାର…

ହୀରାକୁଦର ୧୨ଟି ଗେଟ ଦେଇ ଜଳ ନିଷ୍କାସନ

ହୀରାକୁଦର ୧୨ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ରେଙ୍ଗାଳି ଜଳଭଣ୍ଡାରରେ ୯୩ ପ୍ରତିଶତ ପାଣି ଭରି ଯାଇଥିବାରୁ ଏହାକୁ ନଜରରେ ରଖିଛି ଜଳ ସମ୍ପଦ ବିଭାଗ । ଏହାର ଦୁଇଟି ଗେଟ ଖୋଲା ଅଛି । ଆବଶ୍ୟକ ପଡ଼ିଲେ, ରେଙ୍ଗାଳିର ଆଉ ଏକ ଗେଟ ଖୋଲା ହେବ । ତେବେ ସୁବର୍ଣ୍ଣରେଖା ଓ ବୈତରଣୀ ବ୍ୟତୀତ ଅନ୍ୟ…

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି

ରାଜ୍ୟପାଳ ହରିବାବୁ କମ୍ଭମପତି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ନିକଟରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇ ନବୀନ ଘରକୁ ଫେରିଥିବାବେଳେ ଆଜି ନବୀନ ନିବାସରେ  ପହଞ୍ଚିଭେଟିଛନ୍ତି ରାଜ୍ୟପାଳ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନବୀନଙ୍କୁ ଭେଟି…

ବାନ୍ତି ସମସ୍ୟା ଦୂର କରିବା ପାଇଁ ଜାଣନ୍ତୁ କିଛି ଘରୋଇ ଟିପସ୍ ….

ବାନ୍ତି ବା ବମି ହେବା ଶରୀରର ଏକ ପ୍ରାକୃତିକ ପ୍ରତିକ୍ରିୟା, ଯାହା ବିଭିନ୍ନ କାରଣରୁ ହୋଇପାରେ। ପାକସ୍ଥଳୀ ସମସ୍ୟା ଯେପରିକି ଗ୍ୟାସ୍ଟ୍ରୋଏଣ୍ଟେରାଇଟିସ୍, ଖାଦ୍ୟ ବିଷକ୍ରିୟା, ଅମ୍ଳତା ବା ପେପ୍ଟିକ୍ ଅଲସର୍ ଏହାର ମୁଖ୍ୟ କାରଣ। ଗର୍ଭାବସ୍ଥାରେ ମର୍ନିଂ ସିକନେସ୍ ଯୋଗୁଁ ବାନ୍ତି ହୁଏ। ମୋସନ୍…

ପୁଲିସ୍ ଏସ୍‌ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଆଜି ବିଜେପୁର ଥାନା ଏସ୍ଆଇ ଜଗା ବରିହା, ଜଣେ ସ୍କ୍ରାପ୍ ଡିଲର (ଅଭିଯୋଗକାରୀ)ଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ମାଗୁଥିବା ଏବଂ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ଏସ୍ଆଇ ଶ୍ରୀ ବରିହା ଅଭିଯୋଗକାରୀଙ୍କଠାରୁ ୧୦,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ।…

ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ

ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ସମନ୍ୱିତ ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀ (ଆଇଏଡିଡବ୍ଲୁଏସ)ର ପ୍ରଥମ ସଫଳ ପରୀକ୍ଷଣ ସମ୍ପନ୍ନ କରିଛି।  ଆଇଏଡିଡବ୍ଲୁଏସ ଏକ ବହୁସ୍ତରୀୟ ବାୟୁ ପ୍ରତିରକ୍ଷା ପ୍ରଣାଳୀ ଯେଉଁଥିରେ ସମସ୍ତ ସ୍ୱଦେଶୀ ତ୍ୱରିତ ମୁକାବିଲା କ୍ଷମତା…

ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ

ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କର ସମ୍ମିଳନୀରେ ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଶସ୍ତାରେ ହେଲିକାପ୍ଟରରେ ବୁଲିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିବାକୁ ଯାଇଛନ୍ତି ହେଲିଟାକ୍ସି ଯୋଜନା…

ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ

ସ୍ୱାଧୀନତା ସଂଗ୍ରାମୀ ବିଠଲଭାଇ ପଟେଲ କେନ୍ଦ୍ରୀୟ ବିଧାନସଭାର ପ୍ରଥମ ନିର୍ବାଚିତ ଭାରତୀୟ ବାଚସ୍ପତି ହେବାର ୧୦୦ତମ ବାର୍ଷିକୀ ପାଳନ ଅବସରରେ ଦିଲ୍ଲୀ ବିଧାନସଭାରେ ଆୟୋଜିତ ଦୁଇ ଦିନିଆ ଅଖିଳ ଭାରତୀୟ ବାଚସ୍ପତି ସମ୍ମିଳନୀକୁ କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ  ଉଦଘାଟନ…