ଆତଙ୍କୀର ଘର ଉଡ଼ାଇଲେ ଯବାନ
ପହଲଗାମ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ସନ୍ଦିଗ୍ଧ ସମେତ ଦୁଇ ଜଣ ଲସ୍କର-ଏ-ତୈବା ଆତଙ୍କବାଦୀଙ୍କ ଘରରେ ଗଚ୍ଛିତ ଥିବା ବିସ୍ଫୋରକ ସାମଗ୍ରୀ ବିସ୍ଫୋରଣ ହେବା ଫଳରେ ସେମାନଙ୍କ ଘର ଜଳିପୋଡ଼ି ନଷ୍ଟ ହୋଇଯାଇଛି ବୋଲି ଅଧିକାରୀମାନେ କହିଛନ୍ତି।
ଗୁରୁବାର ଏବଂ ଶୁକ୍ରବାର ମଧ୍ୟବର୍ତ୍ତୀ ରାତିରେ ଏହି…