ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଥାଇଲାଣ୍ଡ ଗସ୍ତରେ…
ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ଗୁରୁବାର) ସକାଳେ ଦୁଇ ଦିନିଆ ଥାଇଲାଣ୍ଡ ଗସ୍ତରେ ଯିବେ। ୨୦୧୬ ଓ ୨୦୧୯ ପରେ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ତୃତୀୟ ଥାଇଲାଣ୍ଡ ଗସ୍ତ।
ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆସନ୍ତାକାଲି…