‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି।…