ୟୁପିଆଇ ଟ୍ୟାକ୍ସକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି

ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ୟୁପିଆଇ ଟ୍ରାଞ୍ଜାକ୍ସନ ନିମନ୍ତେ କେନ୍ଦ୍ର ସରକାରଙ୍କ ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ୍ (ଏମଡିଆର) ଫ୍ରେମ ୱାର୍କକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ସେ ସରକାର ଆମେରିକା ଚାପ ଆଗରେ ମୁଣ୍ଡ ନୁଆଁଉଥିବାର…

ଆଜିଠୁ ‘ସାଗର କବଚ-୨’ ସମରାଭ୍ୟାସ,ପ୍ରଦର୍ଶନ କରିବେ ୧୮ ରୁ ଉର୍ଦ୍ଧ୍ବ ବିଭାଗ

ଆଜିଠୁ ‘ସାଗର କବଚ-୨’ ସମରାଭ୍ୟାସ । ପାରାଦୀପରେ ଦୁଇ ଦିନିଆ ମିଳିତ ସମରାଭ୍ଯାସ ସାଗର କବଚ-୨ ଆରମ୍ଭ । ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବର୍ଷକୁ ଦୁଇଥର ମିଳିତ ସମରାଭ୍ୟାସ ସାଗର କବଚ ଆୟୋଜନ ହେଉଛି । ଚଳିତ…

ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର

ଶଙ୍ଖ ନଦୀରେ ବଡ଼ ଅଘଟଣ । ନଦୀରେ ବୁଡ଼ି ୩ ନାବାଳିକାଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୩ ଜଣ ନାବାଳିକାଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡିଛି । ସୁନ୍ଦରଗଡ଼ ଜିଲ୍ଲା ରାଇବାଗା ଥାନା ଦଲକି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୁନ୍ଦରଗଡ଼ ଜିଲ୍ଲା ରାଇବାଗା ଥାନା ଦଲକି ଗାଁ କିଛି ନାବାଳିକା…

ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ

Subhadra Yojana ଆସନ୍ତାକାଲି ସୁଭଦ୍ରା ଯୋଜନାକୁ ଦୁଇ ବର୍ଷ ପୂରଣ ହେବାକୁ ଯାଉଛି । ଏହା ଭିତରେ ହିତାଧିକାରୀଙ୍କୁ ୫ଟି କିସ୍ତି ଦିଆଯାଇଛି । କୋଟିଏରୁ ଅଧିକ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି । ସୁଭଦ୍ରା ଯୋଜନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିଲେ ।…

ରାଜ୍ୟରେ ପୁଣି ସକ୍ରିୟ ହୋଇଛି ବର୍ଷା , ଆଗାମୀ ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଜାରି ରହିବ ବର୍ଷା

ରାଜ୍ୟରେ ପୁଣି ସକ୍ରିୟ ହୋଇଛି ବର୍ଷା । ଆଗାମୀ ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଜାରି ରହିବ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଏଭଳି ପାଣିପାଗ ପରିସ୍ଥିତି ସୃଷ୍ଟି ହୋଇଛି । ପାଣିପାଗ ବିଭାଗର ସୂଚନା…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ : ଆଜି ଆପଣଙ୍କ ଚିନ୍ତାଧାରା କଳ୍ପନାଶୀଳ ଓ ସୃଜନଶୀଳ ରହିବ । ନିଜର ସୃଜନଶୀଳତାକୁ ଭଲ କାମରେ ବ୍ୟବହାର କରନ୍ତୁ । ନୂଆ କୌଣସି କାମ ଆରମ୍ଭ କରିବା ପୂର୍ବରୁ ଉପଯୁକ୍ତ ସମୟକୁ ଅପେକ୍ଷା କରିବା ଭଲ । ଧାର୍ମିକ ତୀର୍ଥଯାତ୍ରା କିମ୍ବା ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦେବାର ସୁଯୋଗ ମିଳିପାରେ ।…

ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨

ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ । ନିଆଁରୁ ବଞ୍ଚିଗଲେ ୨ଜଣ ।  ଶରୀରର ୬୦% ଅର୍ଦ୍ଧଦଗ୍ଧ ହୋଇ ଅବସ୍ଥା ଗୁରୁତର ରହିଛି । କର୍ଣ୍ଣାଟକ ବେଲଗାଭି ସେଣ୍ଟ୍ରାଲ୍ ବସଷ୍ଟାଣ୍ଡ ନିକଟ ଚାଭାଟ ଗଲିରେ ଏହି ଅଘଟଣ ଘଟିଛି । ସୂଚନାନୁଯାୟୀ, ଗତକାଲି ରାତିରେ ଘରେ ପରିବାରର ୬ଜଣ ଶୋଇଥିଲେ । ହଠାତ୍…

କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜାରି କରିଛି ନୂଆ ଗେଜେଟ୍ ବିଜ୍ଞପ୍ତି,୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କାରବାର ଉପରେ କୌଣସି…

କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜାରି କରିଛି ନୂଆ ଗେଜେଟ୍ ବିଜ୍ଞପ୍ତି । ବିଜ୍ଞପ୍ତି ଅନୁଯାୟୀ ୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ପେମେଣ୍ଟ ଉପରେ କୌଣସି ଶୁଳ୍କ ଲାଗିବ ନାହିଁ । ତେବେ ୨,୦୦୦ରୁ ଅଧିକ କାରବାର ଉପରେ ତୁରନ୍ତ କୌଣସି ନୂଆ ଫି’ ଲାଗୁ ହୋଇନାହିଁ ।…

“ଓଡ଼ିଶାର କ୍ରିକେଟ୍‌ ଢାଞ୍ଚାକୁ ଆହୁରି ମଜବୁତ କରିବା ଏବଂ ଯୁବ ଖେଳାଳିଙ୍କ ପାଇଁ ଅଧିକ ସୁଯୋଗ ସୃଷ୍ଟି କରିବା ଆମର…

ଓଡ଼ିଶା T20 ଲିଗ୍‌ – CM ଟ୍ରଫି ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ସାରା ରାଜ୍ୟରେ କ୍ରିକେଟ୍‌ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ବଢ଼ିବାରେ ଲାଗିଛି । ନୂଆ ସିଜନ୍‌ ପାଇଁ ଦଳଗୁଡ଼ିକ ନିଜ ନିଜ ପ୍ରସ୍ତୁତି ଜୋରଦାର କରିଛନ୍ତି । ଏହି ଟୁର୍ଣ୍ଣାମେଣ୍ଟ ସେପ୍ଟେମ୍ବର ୨୦ରୁ ୨୯…

ଅମ୍ବାନୀଙ୍କ ପରିବାରରେ ଗଣପତି ଉତ୍ସବ : ନଜର ଆସିଲେ ଅନେକ ଲୋକପ୍ରିୟ ଓ ଚର୍ଚ୍ଚିତ ଅଭିନେତା, ଅଭିନେତ୍ରୀ

ଅମ୍ବାନୀଙ୍କ ପରିବାରରେ ପ୍ରତିବର୍ଷ ଭଳି ଏଭଳି ମଧ୍ୟ ଗଣପତି ଉତ୍ସବ ଗ୍ରାଣ୍ଡ ୱେରେ ପାଳିତ ହୋଇଛି । ଏହି ଗ୍ରାଣ୍ଡ ସେଲିବ୍ରେସନରେ ଅନେକ ଲୋକପ୍ରିୟ ଓ ଚର୍ଚ୍ଚିତ ଅଭିନେତା, ଅଭିନେତ୍ରୀ ନଜର ଆସିଛନ୍ତି । ପ୍ରତ୍ୟେକ ଷ୍ଟାରମାନେ ନିଜକୁ ଷ୍ଟାଇଲିସ୍ ଗେଟଅପରେ ସଜାଇ ହୋଇଥିବା ଦେଖିବାକୁ ମିଳିଛି ।…