ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
ବହୁ ଚର୍ଚ୍ଚିତ ଗ୍ରାହାମ୍ ଷ୍ଟେନ୍ସ ଓ ତାଙ୍କ ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ ହେବାରେ ଲାଗିଛି। ଦାରାଙ୍କୁ ଜେଲ୍ରୁ ମୁକ୍ତ କରିବା ନେଇ ଷ୍ଟେଟ୍ ସେଣ୍ଟେନ୍ସ ରିଭ୍ୟୁ ବୋର୍ଡ (SSRB) ମଞ୍ଜୁରୀ…