ମୋର ଯୋଗ୍ଯତା ନଥିବାରୁ ପଛରେ ବସିଲେ : ବିଧାୟକ ଜୟନାରାୟଣ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ ମୁହଁ ଖୋଲି ପୁଣି ବିବାଦ ସୃଷ୍ଟି…