ଭାରତ ଓ ମରିସସ୍‌ ସମ୍ପର୍କକୁ ନିବିଡ କରିବା ଲାଗି ଦୁଇ ଦେଶ ମଧ୍ୟରେ ୮ଟି ବୁଝାମଣା ସ୍ବାକ୍ଷର

ଭାରତ ଓ ମରିସସ୍‌ ସମ୍ପର୍କକୁ ନିବିଡ କରିବା ଲାଗି ଦୁଇ ଦେଶ ମଧ୍ୟରେ ୮ଟି ବୁଝାମଣା ସ୍ବାକ୍ଷର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମରିସସ୍‌ ଗସ୍ତ ଅବସରରେ ବୁଧବାର ଦୁଇଦେଶ ମଧ୍ୟରେ ବାଣିଜ୍ୟ ଓ ସାମୁଦ୍ରିକ ସୁରକ୍ଷା ସମ୍ପର୍କିତ ଦ୍ବିପାକ୍ଷିକ ବୁଝାମଣା ସ୍ବାକ୍ଷର ହୋଇଛି। ବୁଝାମଣା…

ଆଜି ମୁକ୍ତିଲାଭ କରିବ ଓଡ଼ିଆ ଚଳଚିତ୍ର ଘମାଘୋଟ

ଆଜି ଓଡିଶାର 45ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି ଓଡ଼ିଆ ଚଳଚିତ୍ର ଘମାଘୋଟ। ଏ ନେଇ ଭୁବନେଶ୍ୱର ପ୍ରେସକ୍ଲବଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ଚଳଚ୍ଚିତ୍ରର ନିର୍ଦ୍ଦେଶକ ରାଜା ଡି., ଅଭିନେତା ବିଭାସ, ସନୋଜ,…

ଆଜିଠୁ ବଢିବ ତାତି, ଜଳିବ ସାରା ଓଡ଼ିଶା

ଆଜିଠୁ ବଢିବ ତାତି, ଜଳିବ ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ, ସବୁଠି ତାତି ଦେଖାଇବ ତାଉ । ପଶ୍ଚିମ ଓଡ଼ିଶାରେ ହିଟୱେଭ୍ ନେଇ ଆଲର୍ଟ ଜାରି ହୋଇଛି । ୪ ଦିନ ଅର୍ଥାତ୍ ୧୩, ୧୪, ୧୫ ଓ ୧୬ ତାରିଖରେ ପ୍ରବଳ ଖରା ନେଇ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଦୋଳବେଦୀରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି

ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ…

ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ, ଉତ୍ତରଦ୍ବାର ବାହାରେ ଖୋଲାଯିବ…

ଶ୍ରୀମନ୍ଦିର ଉତ୍ତରଦ୍ବାର ବାହାରେ ଖୋଲାଯିବ ଅନ୍ନକ୍ଷେତ୍ର । ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଉତ୍ତର ଦ୍ବାର ବାହାରେ ହେବାକୁ ଥିବା ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ଗଜପତି ମହାରାଜା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ…

ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ, ପୂର୍ବାହ୍ନ ୧୧.୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା

ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ । ଆଜି ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ କରି ଦେଇଥିଲେ ବିଜେଡି ସଦସ୍ୟ । ସେପଟେ ଜୟପୁର ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ଉପରୁ ନିଲମ୍ବନ ହଟାଇବାକୁ ଦାବି କରିଛି କଂଗ୍ରେସ । ଏଣୁ ପ୍ରଶ୍ନକାଳକୁ ବୟକଟ କରିଛି କଂଗ୍ରେସ । ତାରା…

ଶୁବମନଙ୍କୁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଚଳିତ ବର୍ଷ ଚାମ୍ପିୟନ୍ସ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ଭାରତୀୟ ଦଳର ଷ୍ଟାର ଓପ୍‌ନର ଶୁବମନ ଗିଲ୍‌ଙ୍କୁ ବୁଧବାର ଫେବୃଆରୀ ମାସ ପାଇଁ ଆଇସିସି ମେନ୍ସ ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ କରାଯାଇଛି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ ଓ ନ୍ୟୁଜିଲାଣ୍ଡର ଗ୍ଲେନ୍‌ ଫିଲିପ୍ସଙ୍କୁ ପଛରେ…

ଆଜିର ରାଶିଫଳ

ମେଷ : ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁଷଙ୍ଗିକ ପରିବେଶ ଅନୁକୂଳ ରହିବ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ,ପରିବହନଜନିତ ଝଗଡ଼ାରେ ବିଜୟୀ ହେବେ। ସାହିତ୍ୟଚର୍ଚ୍ଚା ଓ…

୪୧ ବର୍ଷରେ ପାଦ ଥାପିଲେ ଗାୟିକା ଶ୍ରେୟା ଘୋଷାଲ

୪୧ ବର୍ଷରେ ପାଦ ଥାପିଲେ ବଲିଉଡର ଜଣାଶୁଣା ଗାୟିକା ଶ୍ରେୟା ଘୋଷାଲ। ଜନ୍ମଦିନରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ସଙ୍ଗୀତ ମାଧ୍ୟମରେ ସମସ୍ତଙ୍କ ହୃଦୟରେ ରାଜ କରନ୍ତି ଶ୍ରେୟା। ୨୯ ବର୍ଷ ପୂର୍ବେ, ୧୯୯୬ରେ, ୧୨ ବର୍ଷୀୟ ଶ୍ରେୟା ଗାୟକ ରିଆଲିଟି ସୋ 'ସାରେଗାମା'ରେ ଅଂଶଗ୍ରହଣ…

ଅଗ୍ନିବୀର ନିଯୁକ୍ତି ପାଇଁ ଆରମ୍ଭ ହେଲା ଆବେଦନ

ଭାରତୀୟ ସେନାରେ ସାମିଲ ହେବାକୁ ଆଶା ରଖିଥିବା ଯୁବପିଢିଙ୍କ ପାଇଁ ଆସିଲା ଖୁସି ଖବର। ଅଗ୍ନିବୀର ନିଯୁକ୍ତି ୨୦୨୫ ପାଇଁ ଜାରି ହୋଇଛି ବିଜ୍ଞପ୍ତି। ଆଜି ଠାରୁ ଅର୍ଥାତ ମାର୍ଚ୍ଚ ୧୨ ତାରିଖରୁ ଆରମ୍ଭ ହୋଇଛି ଆବେଦନ। ଏହାର ଶେଷ ତାରିଖ ଏପ୍ରିଲ ୧୦ ରହିଛି। ଅଗ୍ନିବୀର ନିଯୁକ୍ତି ପାଇଁ,…