୭୭ତମ ସାଧାରଣତନ୍ତ୍ର ଦିବସ : ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ମହାପୁରୁଷଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି…