ଓଲଟିଲା OSRTC ବସ୍
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଓଏସ୍ଆର୍ଟିସି ବସ୍, ଯାହାଫଳରେ ୨୦ ଆହତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲା ଲହୁଣିପଡା ଥାନା ମୁଚୁରିନାଳ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଛି ଏବଂ ପରେ ଓଲଟିପଡିଛି।…