ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍
ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ଲେଏନ୍ ।
୭୭ତମ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବରେ ଲେଏନ୍ ଏବଂ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ ଲୁଇସ୍ ସାଣ୍ଟୋସ୍ ଡା-କୋଷ୍ଟା…