ଫେବୃଆରୀରୁ ବଢିଲାଣି ତାତି, ଭୁବନେଶ୍ବରେ ପାରଦ ୩୪ ଦଶମିକ ୮ ଡିଗ୍ରୀ ରେକର୍ଡ
ଫେବୃଆରୀରୁ ବଢିଲାଣି ତାତି। ୩୫ ଡିଗ୍ରୀ ଉପରେ ୯ ସହରର ତାପମାତ୍ରା। ଝାରସୁଗୁଡାରେ ସର୍ବାଧି ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ। ଚଳିତ ବର୍ଷର ଏହା ସର୍ବାଧିକ ତାପମାତ୍ରା। ହେଲେ ଆଗାମୀ ୪ ଦିନରେ ରାତି ତାପମାତ୍ରା ୫ ଡିଗ୍ରୀ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଝାରସଗୁଡା ପରେ…