ଛଟେଇ କରିବ ମେଟା

ମାର୍କ ଜକରବର୍ଗଙ୍କ କମ୍ପାନି ମେଟା ଆସନ୍ତା ସପ୍ତାହରୁ ଏହାର ‌ଛଟେଇ ଆରମ୍ଭ କରିବ। କମ୍ପାନି ଯେଉଁ କର୍ମଚାରୀମାନଙ୍କୁ ଛଟେଇ କରିବ ସେମାନଙ୍କୁ ସୋମବାର ସକାଳୁ ଇମେଲ୍‌ ପଠାଇବ। ଯୁକ୍ତରାଷ୍ଟ୍ର ଆମେରିକା ସମେତ ଅଧିକାଂଶ ଦେଶରେ ମେଟାର କର୍ମଚାରୀମାନେ ଛଟେଇ ହେବେ। ଏକ ରିପୋର୍ଟ ଅନୁଯାୟୀ ମେଟା…

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା

ଦିଲ୍ଲୀରେ ଆପ ପରାଜୟ ପରେ ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା । ସୂଚନମୁତାବକ, ଆଜି ସକାଳ ୧୧ଟାରେ  ରାଜଭବନରେ ଉପରାଜ୍ୟପାଳଙ୍କୁ ଭେଟି ସେ ତାଙ୍କର  ଇସ୍ତଫା ପତ୍ର ପ୍ରଦାନ କରିବେ । ଶନିବାର ଆସିଥିବା ନିର୍ବାଚନ ଫଳାଫଳରେ ବିଜେପିକୁ ୪୮ ଏବଂ ଆମ୍‌ ଆଦମି ପାର୍ଟିକୁ  ୨୨ ସିଟ୍‌…

ଆସନ୍ତା ମେ’ ୪ରେ ହେବ ନିଟ୍‌-ୟୁଜି ପ୍ରବେଶିକା ପରୀକ୍ଷା

ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜି ଆସନ୍ତା ମେ’ ୪ରେ ଅନୁଷ୍ଠିତ ହେବ। ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ତିନି ଘଣ୍ଟା ଧରି ପରୀକ୍ଷା ଚାଲିବ। ଏନେଇ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଘୋଷଣା କରାଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ଗତ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବାବେଳେ ଏହା…

କିଛି ଦିନର ପରେ ପୁଣି ଫେରିଛି ଶୀତ

ରାଜ୍ୟରେ ହଠାତ ବଢ଼ିଥିଲା ତାତି । ଉପରମୁହାଁ ହୋଇଥିଲା ପାରଦ।  ଟାଇଁଟାଇଁ ଖରାରେ ସିଝିଥିଲା ଓଡ଼ିଶା । କିଛି ଦିନର ଅନ୍ତରରେ ପୁଣି ଫେରିଛି ଶୀତ । ୩ ରୁ ୪ ଡିଗ୍ରୀ ଖସିଛି ପାରଦ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ରୁ ୪ ଡ଼ିଗ୍ରୀ ହ୍ରାସ ପାଇଛି ତାପମାତ୍ରା । ପୂର୍ବ ଉପକୂଳ ଓ ଉତ୍ତର ଆଭ୍ୟନ୍ତର…

ଉଦଳା ନର୍ବାଚନମଣ୍ଡଳୀର ‘ନିର୍ବାଚିତ ଜନପ୍ରତିନିଧି ଏବଂ ବରିଷ୍ଠ କର୍ମୀ’ ବିଜେପିରେ ଯୋଗଦେଲେ

ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟ ପଟେ ବିଜେଡି ଉପରୁ ଦଳୀୟ…

୩ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍‌

ଯୁଦ୍ଧବିରତି ଚୁକ୍ତିନାମା ଅନୁଯାୟୀ ହମାସ୍‌ ଆଉ ୩ଜଣ ପଣବନ୍ଦୀଙ୍କୁ ମୁକ୍ତ କରିଛି। ଏହି ଇସ୍ରାଏଲୀ ପଣବନ୍ଦୀମାନଙ୍କୁ ରେଡ୍‌କ୍ରସକୁ ହସ୍ତାନ୍ତର କରାଯାଇଛି। ଚୁକ୍ତିନାମା ଅନୁଯାୟୀ ଇସ୍ରାଏଲ୍‌ ପାଲେଷ୍ଟିନୀୟ ବନ୍ଦୀମାନଙ୍କୁ ମୁକ୍ତ କରିବ। ମୁକ୍ତ ହୋଇଥିବା ଇସ୍ରାଏଲୀ ପଣବନ୍ଦୀଙ୍କୁ ଡାକ୍ତରୀ…

କେନ୍ଦୁଝର ଗସ୍ତରେ ଆସିବେ ମୋହନ ମାଝି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସଂକ୍ଷିପ୍ତ ଗସ୍ତରେ କେନ୍ଦୁଝରକୁ ଆସିବାର କାର୍ଯ୍ୟକ୍ରମ ରହିଛି। ରବିବାର ୧୦ଟା୧୦ରେ ଧରଣୀଧର ମେଡିକାଲ କଲେଜରେ ଆୟୋଜିତ ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ)ର ୭୪ତମ ବାର୍ଷିକ ରାଜ୍ୟ ସମ୍ମିଳନୀରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦ୍‌ଘାଟନ କରିବେ…

ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା।,ଭାରତ-ଇଂଲଣ୍ଡ ଦିନିକିଆ ଟକ୍କର

ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା। ଆଜି ସୁପର୍ ସଣ୍ଡେରେ ସୁପରସୋ ମୁକାବିଲା । କଟକରେ ଭାରତ-ଇଂଲଣ୍ଡ ଦିନିକିଆ ଟକ୍କର । ମହାଲଢ଼େଇ ପାଇଁ ପ୍ରସ୍ତୁତ ରହିଛି ବାରବାଟୀ ଷ୍ଟାଡ଼ିୟମ । ଛକା, ଚୌକା ବର୍ଷା ଭିତରେ ହାଇସ୍କୋରିଂ ମ୍ୟାଚ୍ ଆଶା ।କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ…

ଆଜିର ରାଶିଫଳ

ମେଷ:-ଚାକିରିଜୀବୀଙ୍କ ଲାଗି ଅଫିସ କାମରେ ଯାତ୍ରା ଯୋଗ ଅଛି। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ପ୍ରେମୀ ଯୁଗଳ ନିଜର ସମ୍ବନ୍ଧକୁ ଆହୁରି ମଜଭୁତ କରିବା ଲାଗି ସାଥିରେ ସମୟ କଟାଇବେ। ବୃଷ:-କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ।…

ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ ହେଲେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯାଇଛି। ଉତ୍ତମ ମହାନ୍ତିଙ୍କ ଅତି ନିକଟ ସୂତ୍ରରୁ ଏହି ସୂଚନା ମିଳିଛି। ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯାଇଛି। ଉତ୍ତମ…