ତେଜସ ଫାଇଟର ଜେଟର ପାଇଲଟ୍ ନମାଂଶ ସ୍ୟାଲ୍‌ଙ୍କୁ ଶ୍ରଦ୍ଧାଞ୍ଜଳି

ଦୁବାଇ ଏୟାର୍ ଶୋ'ରେ ତେଜସ୍ ଫାଇଟର ଜେଟ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଭାରତୀୟ ବାୟୁସେନାର ପାଇଲଟ୍ ୱିଙ୍ଗ୍ କମାଣ୍ଡର ନମାଂଶ ସ୍ୟାଲଙ୍କର ମରଶରୀର ଆଜି ତାଙ୍କର ଗୃହ ରାଜ୍ୟ ହିମାଚଳ ପ୍ରଦେଶର କାଙ୍ଗଡ଼ା ବିମାନବନ୍ଦରରେ ପହଞ୍ଚିଛି। ଏହି ସମୟରେ ୱିଙ୍ଗ୍ କମାଣ୍ଡର…

ଆତଙ୍କବାଦ ବିରୋଧରେ ସାରା ବିଶ୍ୱ ଏକାଠି ହେବା ଦରକାର – ମୋଦୀ

ଶନିବାର ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆୟୋଜିତ ଜି-୨୦ ସମ୍ମିଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିରେ ସେ ଆତଙ୍କବାଦ ଉପରେ ଭାରତର ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି । ଆତଙ୍କବାଦ ବିରୋଧରେ ସାରା ବିଶ୍ୱ ଏକାଠି ହେବା ଦରକାର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ…

ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଜି୨୦ ଶିଖର ସମ୍ମିଳନୀର ପ୍ରଥମ ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ - ଆରମ୍ଭରେ, ମୁଁ ରାଷ୍ଟ୍ରପତି ରାମାଫୋସାଙ୍କୁ ଜି୨୦ ଶିଖର ସମ୍ମିଳନୀର ଚମତ୍କାର ଆୟୋଜନ ଏବଂ ସଫଳ ଅଧ୍ୟକ୍ଷତା ପାଇଁ ଅଭିନନ୍ଦନ ଜଣାଉଛି। ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ, ଦକ୍ଷ ପ୍ରବାସ,…

ଭାରତର ଶ୍ରମ ସଂହିତାକୁ ସ୍ୱାଗତ କଲେ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନ

ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଓ) ଏବଂ ଅନ୍ତର୍ଜାତୀୟ ସାମାଜିକ ସୁରକ୍ଷା ସଂଘ (ଆଇଏସଏସଏ) ଭଳି ପ୍ରମୁଖ ଅନ୍ତର୍ଜାତୀୟ ସଂଗଠନଗୁଡ଼ିକ 21 ନଭେମ୍ବର 2025 ରେ ଭାରତ ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ଚାରୋଟି ଶ୍ରମ ସଂହିତାକୁ ସ୍ୱାଗତ କରିଛନ୍ତି। ସାମାଜିକ ସୁରକ୍ଷାକୁ ସୁଦୃଢ଼ ​​କରିବା, …

ଆଇଏଫଏଫଆଇ ଗୋଆରେ ପ୍ରଦର୍ଶିତ ହେଲା ଓଡ଼ିଆ ଚଳଚ୍ଚିତ୍ର ମାଳିପୁଟ ମେଲୋଡ଼ିଜ୍‌

ଗୋଆରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ରେ  ଓଡ଼ିଆ ଚଳଚ୍ଚିତ୍ର ‘ମାଳିପୁଟ ମେଲୋଡ଼ିଜ୍‌’ ପ୍ରଦର୍ଶିତ ହୋଇଛି । ମୌଳିକ ଓଡ଼ିଆ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ଚାରିଟି ହୃଦୟସ୍ପର୍ଶୀ କାହାଣୀର ସଂକଳନ ସ୍ଥାନ ପାଇଛି । କୋରାପୁଟର ସରଳ ଓ ନିରୀହ…

ପ୍ରଥମ ଦିନ ଦକ୍ଷିଣ ଆଫ୍ରିକା ୨୪୭/୬

ଗୁଆହାଟୀଠାରେ ଆରମ୍ଭ ହୋଇଥିବା ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଟେଷ୍ଟ୍‌ର ପ୍ରଥମ  ଦିନ ୮୧.୫ ଓଭର ଖେଳରେ ୨୪୭ ରନ୍ କରିଥିଲା ବେଳେ ଭାରତ ଏହାର ଶୀର୍ଷ ୬ ବ୍ୟାଟର୍‌ଙ୍କୁ ପ୍ୟାଭିଲିୟନ ଫେରାଇ ଦେଇଛି। ପ୍ରଥମ ଥର ପାଇଁ ଭାରତରେ ଖେଳାଯାଇଥିବା କୌଣସି ଟେଷ୍ଟ୍‌ର ମଧ୍ୟାହ୍ନଭୋଜନ ପୂର୍ବରୁ ଚା’…

୨୭ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି

ଆସନ୍ତା ୨୭ ଓ ୨୮ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୭ ତାରିଖ ଅପରାହ୍ଣ ୨ଟାରେ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ।  ସେଠାରୁ ରାଜଭବନ ଆସିବା ପରେ ୨ଟା ୨୫ରେ ସେ କଳିଙ୍ଗ ଅତିଥି ନିବାସର ଉଦଘାଟନ…

ବଢୁଛି ବାତ୍ୟା ଭୟ

ବଢୁଛି ବାତ୍ୟା ଭୟ । ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ  । ୨୬ରେ ନେଇପାରେ ବାତ୍ୟାର ରୂପ ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ନେଇଛି ଲଘୁଚାପର ରୂପ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ…

ସାରା ରାଜ୍ୟରୁ ଶୀତ ଗାଏବ

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ରହିଛି। ଆସନ୍ତା ୨୪ ତାରିଖ ବେଳକୁ ଏହା ଆହୁରି…

ଆସନ୍ତୁ ବୁଲି ଯିବା ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା କାଲିଗାଡୁ ହିଲଟପ

କରୋନା କାଳରେ କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ଲୁକ୍କାୟିତ ଅବସ୍ଥାରେ ଥିବା ପ୍ରାକୃତିକ ପର୍ଯ୍ୟଟନ ସ୍ଥଳକୁ ସ୍ଥାନୀୟ ଅଞ୍ଚଳର ଯୁବ ଗୋଷ୍ଠୀ ବାହାର କରିବା ସହ ସୋସିଆଲ ମିଡ଼ିଆରେ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟର ଫୋଟ ଭିଡିଓ ଛାଡ଼ି ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରିପାରିଛନ୍ତି। ଏହି ଭଳି…