ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ଼
ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍। ଜୟପୁର ଓ ମାଲକାନଗିରି ସ୍ଥିତ ବାସଭବନ ସମେତ ମୋଟ ୮ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ରେଡ୍ କରୁଥିବା ଜଣାପଡିଛି।
ମିଳିଥିବା ସୂଚନା…