ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ବତୀ
ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ। ଆଜି ସରସ୍ବତୀଙ୍କୁ ଆରାଧନାର ଦିନ। ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପାଳନ କରାଯାଇଥାଏ। ମା'ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ।…