ମହାକୁମ୍ଭ ଦଳାଚକଟାରେ ଦୁଃଖ ପ୍ରକାଶ କଲେ ମୋଦି

ପ୍ରୟାଗରାଜର ମହାକୁମ୍ଭରେ ମୌନୀ ଅମାବାସ୍ୟା ଅବସରରେ କୋଟି କୋଟି ଶ୍ରଦ୍ଧାଳୁ ସ୍ନାନ କରିବାକୁ ପହଞ୍ଚିଛନ୍ତି । ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁଁ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ମୌନୀ ଅମାବାସ୍ୟାରେ ପବିତ୍ର ବୁଡ଼ ପକାଇବା ପାଇଁ ହଜାର ହଜାର ଭକ୍ତ ତ୍ରିବେଣୀ ସଂଗମରେ…

ରାଜ୍ୟରେ ମହିଳାଙ୍କ ପାଇଁ ହେବ ସ୍ବତନ୍ତ୍ର ଇଣ୍ଡଷ୍ଟ୍ରିଆଲ ପାର୍କ : ମୋହନ ମାଝି

ଚାଲିଛି ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ-୨୦୨୫ । ତେବେ ଆଜି ଦ୍ବିତୀୟ ଦିନ ମହିଳା ନିବେଶକଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ମହିଳା ନିବେଶକଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ୍ ପାର୍କ କରିବେ ରାଜ୍ୟ ସରକାର। ଏଥିସହ ଇପିକଲରେ ମହିଳା ନିବେଶକଙ୍କ…

ଦିଲ୍ଲୀର ପ୍ରଚାର ମଇଦାନରେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀରେ ବିଜେପିର ଜୋରଦାର କ୍ୟାମ୍ପେନିଂ । ପ୍ରଚାର ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ 5 ରାଜ୍ୟର ମୁଖ୍ୟମନ୍ତ୍ରୀ । କାରତର ନଗରରେ ମୋଦିଙ୍କ ମେଗା କ୍ୟାମ୍ପେନିଂ । ବିଶାଳ ଜନସଭାକୁ ପିଏମଙ୍କ ସମ୍ବୋଧନ । କହିଲେ, ଦିଲ୍ଲୀରେ ବିଜେପି କ୍ଷମତାକୁ ଆସିଲେ ପୂରଣ ହେବ ସବୁ…

କାନାଡାର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଲିବେରାଲ ପାର୍ଟି ନେତ୍ରୀ ରୁବି ଢାଲା

କାନାଡାର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଲିବେରାଲ ପାର୍ଟି ନେତ୍ରୀ ରୁବି ଢାଲା ରହିଛନ୍ତି। ଭାରତ ସହ ସମ୍ପର୍କ ବଢ଼ାଇବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଜଣେ ବ୍ୟବସାୟୀ, ଚିକିତ୍ସକ ତଥା ୩ ଥର ପାର୍ଲାମେଣ୍ଟ ସଦସ୍ୟ ହୋଇଥିବା ରୁବିଙ୍କର କାନାଡା…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନିଜର ଇସ୍ତାହାର ଜାରି କରିଛି

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ରାଜଧାନୀ ଦିଲ୍ଲୀରେ ଉତ୍ତେଜନା ମଧ୍ୟରେ କଂଗ୍ରେସ ନିଜର ଇସ୍ତାହାର ଜାରି କରିଛି । କଂଗ୍ରେସ ନିଜ ଇସ୍ତାହାରରେ ମହିଳା ଓ ଯୁବକଙ୍କ ପାଇଁ ଅନେକ ପ୍ରତିଶ୍ରୁତି ଦେଇଛି । ପ୍ରତି ଗରିବ ପରିବାରର ଜଣେ ମହିଳାଙ୍କୁ ମାସିକ ୨୫୦୦…

ବିଶ୍ବର ପ୍ରାୟ ୨୮ କୋଟିରୁ ଅଧିକ ଲୋକ ଅବସାଦଗ୍ରସ୍ତ

ସମ୍ପ୍ରତି ବିଶ୍ବବ୍ୟାପୀ ଅବସାଦ ଓ ଉଦ୍‌ବେଗ ପରି ମାନସିକ ରୋଗ ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ଏକ ଆକଳନ ଅନୁଯାୟୀ, ବିଶ୍ବର ପ୍ରାୟ ୨୮ କୋଟିରୁ ଅଧିକ ଲୋକ ଅବସାଦଗ୍ରସ୍ତ ହୋଇଥିବା ବେଳେ ୨୬ କୋଟିରୁ ଅଧିକ ଲୋକଙ୍କୁ ଉଦ୍‌ବେଗ ବ୍ୟାଧି ଘାରିଛି। ଏହି ଉଭୟ ମାନସିକ…

ଓଡ଼ିଶାରେ ମୋଟ ୧୫୦୦ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ଫାଲ୍‌କନ୍‌ ଗ୍ରୁପ୍‌

ଫାଲ୍‌କନ୍‌ ଗ୍ରୁପ୍‌ ଓଡ଼ିଶାରେ ମୋଟ ୧୫୦୦ କୋଟି ଟଙ୍କାର ପୁଞ୍ଜି ନିବେଶକରିବ ବୋଲି ଉତ୍କର୍ଷ ଓଡ଼ିଶା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୫ର ଉଦ୍‌ଘାଟନୀ ଉତ୍ସବରେ କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଫାଲକନ୍‌ ହୋଲ୍‌ଡିଂସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ହେଉଛି,ଫାଲ୍‌କନ୍‌…

ଖୁବଶୀଘ୍ର ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ୍ ହେବାକୁ ଯାଉଛି ‘ଲଭ୍‌ୟାପା’

ରୋମାଣ୍ଟିକ୍ ଓ କମେଡିରେ ଭରପୂର ଫିଲ୍ମ 'ଲଭ୍‌ୟାପା' ଖୁବଶୀଘ୍ର ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ୍ ହେବାକୁ ଯାଉଛି । ଏହି ଫିଲ୍ମ ସହିତ ସୁପରଷ୍ଟାର୍‌ ଆମୀର ଖାନ୍‌ଙ୍କ ପୁଅ ଜୁନୈଦ ଖାନ୍‌ ଏବଂ ଶ୍ରୀଦେବୀଙ୍କ ସାନ ଝିଅ ଖୁସି କପୁର ମଧ୍ୟ ବଡ଼ ପରଦାରେ ଡେବ୍ୟୁ କରିବେ । ନିକଟରେ 'ଲଭ୍‌ୟାପା'ର…

ଶ୍ରୀହରିକୋଟାରୁ ଲଞ୍ଚ ହେଲା ନାଭିଗେସନ ସାଟେଲାଇଟ୍ NVS-02

ଦେଶର ମହାକାଶ ଗବେଷଣା କ୍ଷେତ୍ରରେ ସ୍ଥାପନ ହେଲା ନୂଆ ମାଇଲ ଖୁଣ୍ଟ । NVS-୦୨ ସାଟେଲାଇଟର ସଫଳ ଉତ୍ କ୍ଷେପଣ କରିଛି ଇସ୍ରୋ । ସକାଳ ୬ଟା ୨୩ରେ ନାବିକ୍-ଟୁ ମିଶନ ଲଞ୍ଚ ହୋଇଛି । ଶ୍ରୀହରିକୋଟାରୁ ଜିଏସଏଲଭି ରକେଟ ମାଧ୍ୟମରେ ଏହାକୁ ମହାକାଶକୁ ପଠାଯାଇଛି । ସତୀଶ ଧାୱନ ମହାକାଶ ଗବେଷଣା…

ଆଜିଠୁ ଆରମ୍ଭ ହେଉଛି କୃଷ୍ଣସାର ମୃଗ ଗଣନା

ଗଞ୍ଜାମ ଜିଲ୍ଲା ଘୁମୁସର ବନଖଣ୍ଡ ତଥା ଉତ୍ତର ଓ ଦକ୍ଷିଣ ଘୁମୁସର ବନଖଣ୍ଡରେ ଆଜିଠୁ ଗଣନା ଆରମ୍ଭ ହେବ ।  ଏଥିପାଇଁ ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ, ଭଂଜନଗର ସ୍ଥିତ ଲାଲସିଙ୍ଗି ସ୍ଥାୟୀ ଚାରା ଉଦ୍ୟାନ କେନ୍ଦ୍ର ଠାରେ ବନ କର୍ମଚାରୀ, ବିଭିନ୍ନ କଲେଜ ଛାତ୍ର ଏବଂ ନନ୍ଦନକାନନରୁ ଆସିଥିବା…