ଘନ କୁହୁଡ଼ି ପାଇଁ ୫୦ ମିଟର ତଳକୁ ହେଉନି ଦୃଶ୍ୟମାନ
କମୁଛି ଶୀତ, ବଢୁଛି କୁହୁଡ଼ି । ଆଜି ପାଇଁ ୧୨ ଜିଲ୍ଲାକୁ ଏବଂ ଆସନ୍ତାକାଲି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଘନ କୁହୁଡ଼ି ପାଇଁ ୫୦ ମିଟର ତଳକୁ ଖସିଆସିଛି ଦୃଶ୍ୟମାନ କ୍ଷମତା । ଯାତାୟତରେ ଅସୁବିଧା ଭୋଗୁଛନ୍ତି ଯାତ୍ରୀ । ଦିନ ୧୦ଟା…