ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ…
ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି । 'ମନ୍ କୀ ବାତ୍'ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୀର ଯବାନଙ୍କ ମନେ ପକାଇବା ସହ ସେମାନଙ୍କ ସାହସକୁ ପ୍ରଂଶସା କରିଛନ୍ତି ପ୍ରଧାନମନ୍ତ୍ରୀ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 'ମନ୍…