Astrology/Vastu ରାଶିଫଳ Metro TV Odisha Nov 22, 2025 ମେଷ: ଲାଗି ରହିଥିବା ଅଶାନ୍ତି ସମାପ୍ତ ହୋଇପାରେ। କୌଣସି ଶୁଭ ଖବର ପାଇବେ। ବ୍ୟବସାୟ ଡ଼ିଲ୍ ପାଇଁ ରାଜ୍ୟ ବାହାରକୁ ଯିବେ। ପ୍ରତିଯୋଗୀ ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ। ବୃଷ: ରାଜନୀତିକ ଓ ସାମାଜିକ କାର୍ଯ୍ୟରେ ସମୟ ଦେବେ। ନୂଆ ଉତ୍ସରୁ ଧନଲାଭ ହେବ। ଚାକିରିଜୀବୀ ମନ…
Odisha ରାଜ୍ୟ କ୍ୟାବିନେଟ୍ରେ ୯ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି Metro TV Odisha Nov 21, 2025 ଖଣି ଚୋରା ଚାଲାଣ ରୋକିବାକୁ କଠୋର ଆଇନକୁ ମଞ୍ଜୁରୀ ହୋଇଛି। ‘ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ-୨୦୨୫’ ନେଇ ନୂଆ ଆଇନ ଆସିଛି। ନୂଆ ଆଇନ ପରେ ପୁରୁଣା ୨୦୦୭ ନିୟମାବଳୀକୁ ଉଚ୍ଛେଦ କରିବ। ଲଘୁ ଖଣିଜ ରିହାତି ନିୟମରେ ମଧ୍ୟ ସଂଶୋଧନ ହେବ। ଏଣିକି ଲଘୁ ଖଣିଜ ସଂପଦର ଆବଣ୍ଟନ ପାଇଁ ଇ-ଲଟେରୀ…
Defence ଦୁବାଇ ଏୟାର ଶୋ’ରେ ଏକ ବଡ଼ ଅଘଟଣ, ଭାରତୀୟ ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ Metro TV Odisha Nov 21, 2025 ଦୁବାଇ ଏୟାର ଶୋ’ରେ ଏକ ବଡ଼ ଅଘଟଣ ଘଟିଛି । ସେଠାରେ ଚାଲିଥିବା ପ୍ରଦର୍ଶନୀ ସମୟରେ ଏକ ଭାରତୀୟ ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଯାଇଛି । ଏହି ଦୁର୍ଘଟଣାରେ ପାଇଲଟ ମୃତ୍ୟୁବରଣ କରିଛନ୍ତି । ଏହି ଦୁର୍ଘଟଣାର ଭିଡିଓ ଭାଇରାଲ ହୋଇଛି । ଭିଡିଓରେ ଦେଖାଯାଉଛି ଯେ ତେଜସ୍ ଜେଟ୍ ଆକାଶରେ…
Politics ୩ ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ, ଜି-୨୦ ଶୀଖର ସମ୍ମିଳନୀରେ ଦେବେ ଯୋଗ Metro TV Odisha Nov 21, 2025 ୩ ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀମୋଦୀ । ଆଜି ଠାରୁ ୨୩ ନଭେମ୍ବର ଯାଏଁ ଦକ୍ଷିଣ ଆଫ୍ରିକା ଗସ୍ତରେ ମୋଦୀ । ୩ ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଜି-୨୦ ଶୀଖର ସମ୍ମିଳନୀରେ ଯୋଗଦେବାକୁ ଦକ୍ଷିଣ ଆଫ୍ରିକା ଅଭିମୁଖେ ଆଜି ସକାଳେ ଗସ୍ତ କରିଛନ୍ତି ମୋଦୀ । ଜୋହାନ୍ସବର୍ଗରେ…
Odisha ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ୱାଗତ Metro TV Odisha Nov 21, 2025 ଭୁବନେଶ୍ୱର, ନଭେମ୍ବର ୨୧: ବିହାର ବିଧାନସଭା ନିର୍ବାଚନରେ ଏନଡିଏର ଚମତ୍କାର ବିଜୟର ମୁଖ୍ୟ ରଣନୀତିଜ୍ଞ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିହାରରେ ଏନଡିଏକୁ ସ୍ପଷ୍ଟ ଏବଂ ପ୍ରବଳ ବହୁମତ…
National ପାକିସ୍ତାନରେ ବଡ଼ ଧରଣର ବିସ୍ପୋରଣ ,୧୫ ମୃତ Metro TV Odisha Nov 21, 2025 ପାକିସ୍ତାନରେ ବଡ଼ ଧରଣର ବିସ୍ପୋରଣ । ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ପାକିସ୍ତାନ ପଞ୍ଜାବ ପ୍ରଦେଶର ଫୈସଲାବାଦରେ ଏକ ବଡ଼ ବିସ୍ଫୋରଣ ଘଟିଛି । ଏଥିରେ ଅତି କମରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ବିସ୍ଫୋରଣ ଫଳରେ କୋଠା ଭୁଶୁଡ଼ି ପଡ଼ିଛି । ଆହତଙ୍କୁ ଡାକ୍ତରଖାନାରେ…
Entertainment ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା , ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା Metro TV Odisha Nov 21, 2025 ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା । ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା । ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଏତଲା । ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଥିବା ଅଭିଯୋଗ । ବିଭିନ୍ନ ସଂଗଠନ ପକ୍ଷରୁ ଉଭୟଙ୍କ ନାଁରେ…
National କୋଲକତାରେ ଭୂକମ୍ପର ଝଟକା Metro TV Odisha Nov 21, 2025 କୋଲକତାରେ ଭୂକମ୍ପର ଝଟକା । ସକାଳେ ସକାଳେ ଥରିଗଲା କୋଲକାତା ସହର । ସକାଳ ୧୦ଟା ୧୦ ମିନିଟରେ ଦୋହଲିଗଲା କୋଲକାତା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୬ ରହିଥିବା ସୂଚନା । ଶୁକ୍ରବାର ସକାଳେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଏକ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳ…
National ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା ; ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA Metro TV Odisha Nov 21, 2025 ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା। ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA। ଅଭିଯୁକ୍ତଙ୍କ ମଧ୍ୟରେ ଡାକ୍ତର ମୁଜାମ୍ମିଳ ଶକିଲ ରହିଛି। ବୋମା ବିସ୍ଫୋରଣ ଘଟଣାର ଚାଲିଛି ଅଧିକ ତନାଘନା। ମାମଲାର ଶୁଣାଣି କରି ଲାଲକିଲ୍ଲା ବିସ୍ଫୋରଣ ମାମଲାରେ ଚାରି ଜଣ ଅଭିଯୁକ୍ତଙ୍କୁ 10…
National ବିଲ୍ ଅନୁମୋଦନ କରିବା ସମୟରେ ରାଷ୍ଟ୍ରପତି ଓ ରାଜ୍ୟପାଳମାନେ ସମୟସୀମା ମଧ୍ୟରେ ବନ୍ଧା ହୋଇପାରିବେ ନାହିଁ Metro TV Odisha Nov 21, 2025 ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ଦାୟର ସ୍ବତନ୍ତ୍ର ରେଫରେନ୍ସ ଉପରେ ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ପୀଠ ତାଙ୍କ ରାୟ ପ୍ରକାଶ କରିଛନ୍ତି। ବିଲ୍ ଅନୁମୋଦନ ନିମନ୍ତେ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସମ୍ବିଧାନ ପ୍ରଦତ୍ତ ସ୍ବତନ୍ତ୍ର କ୍ଷମତା ସମ୍ପର୍କିତ କେତେକ ପ୍ରଶ୍ନ ଉପରେ ଉତ୍ତର…