ଅନ୍ତର୍ଜାତୀୟ କ୍ୟାରିୟରରୁ ଅବସର ଘୋଷଣା କଲେ ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ

ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ ଅନ୍ତର୍ଜାତୀୟ କ୍ୟାରିୟରରୁ ଅବସର ଘୋଷଣା କରିଛନ୍ତି । ସାଇନା ନିଜ ଶେଷ ମ୍ୟାଚ୍ ୨୦୨୩ରେ ଶେଷ ଥର ପାଇଁ ଖେଳିଥିଲେ । ଆଣ୍ଠୁରେ ଆଘାତ ଯୋଗୁ ସାଇନା ସଂପୂର୍ଣ୍ଣ ସୁସ୍ଥ ହୋଇପାରି ନାହାନ୍ତି । ବାରମ୍ବାର ଅସ୍ତ୍ରୋପଚାର କରାଇ କିଛି ସୁଫଳ ମିଳିନାହିଁ । ସେ…

ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ

ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଏବଂ ସୂଜାତା ସାହୁ ଏହି ବୈଠକରେ ଯୋଗ ଦେଇଥିଲେ । ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼କୁ ଦଳରୁ…

ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି

ବିଜେଡିରେ ପୁଣି ହଲଚଲ । କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି । ଏହି ବୈଠକରେ ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ ଜେନାଙ୍କ ସମେତ ବରିଷ୍ଠ ନେତା ଉପସ୍ଥିତ ରହିଛନ୍ତି । ନିକଟରେ ଦଳ ଦୁଇ ଜଣ ସିଟିଂ ବିଧାୟକଙ୍କୁ ନିଲମ୍ବନ କରିବା ପରେ ଦଳରେ କମ୍ପନ ସୃଷ୍ଟି ହୋଇଥିଲା । ଦୁଇ…

ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା

ଓଡ଼ିଶାରେ ଏପ୍ରିଲ୍ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଘର ଗଣନା । ଏନେଇ ରାଜସ୍ୱ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର…

Realme ଭାରତରେ ଏକ ନୂଆ ସ୍ମାର୍ଟଫୋନ୍ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି, ଆସନ୍ତୁ ଜାଣିବା ତାହା କଣ

Realme ଭାରତରେ ଏକ ନୂଆ ସ୍ମାର୍ଟଫୋନ୍ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । ଆଗାମୀ Realme P4 ପାୱାରରେ ଏକ ବଡ଼ ୧୦,୦୦୧mAh ବ୍ୟାଟେରୀ ରହିବ, ଯାହା ଏହାକୁ ବଜାରର ସବୁଠାରୁ ବଡ଼ ବ୍ୟାଟେରୀ ସ୍ମାର୍ଟଫୋନ୍ ମଧ୍ୟରୁ ଗୋଟିଏ କରିବ । OnePlus Turbo 6 ପରେ, ଯାହା ଚୀନରେ ୯୦୦୦mAh ବ୍ୟାଟେରୀ…

ହଟିଲା ପିୟୁଶଙ୍କ ଉପରୁ ମଞ୍ଚ ଚଢ଼ିବା ପ୍ରତିବନ୍ଧକ, ଆଜିଠାରୁ ମଞ୍ଚ ଉପରେ ଯାତ୍ରା ପରିବେଷଣ କରିପାରିବେ ପୀୟୁଷ…

ଯାତ୍ରା ଫ୍ୟାନଙ୍କ ପାଇ ଖୁସି ଖବର ।  ହଟିଲା ପିୟୁଶଙ୍କ ଉପରୁ ମଞ୍ଚ ଚଢ଼ିବା ପ୍ରତିବନ୍ଧକ ।  ଆଜିଠାରୁ ମଞ୍ଚ ଉପରେ ଯାତ୍ରା ପରିବେଷଣ କରିପାରିବେ ପୀୟୁଷ ତ୍ରୀପାଠୀ ।  ଏନେଇ ପୁର୍ବରୁ ରହିଥିବା ରହିତାଦେଶକୁ ଖାରଜ କରିଛନ୍ତି କୋର୍ଟ। ଭୁବନେଶ୍ୱର ସିଭିଲ ଜଜ ଜୁନିୟର ଡିଭିଜନ ଶୁଣାଣି ବେଳେ…

ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ

ମଙ୍ଗଳବାର ନିତିନ ନବୀନ ବିଜେପିର ସର୍ବକନିଷ୍ଠ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ବାଗତ କରିଛନ୍ତି। ଦଳର ଲିଗାସିକୁ ଆଗକୁ ବଢାଇବାକୁ ସେ ସବୁଠାରୁ ପରିପକ୍ବ ନେତା ବୋଲି କହି ମୋଦୀ ତାଙ୍କୁ ପ୍ରଶଂସା କରିଛନ୍ତି।…

ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ

ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର ଶେୟାର ଗୁଡ଼ିକରେ ବ୍ୟାପକ ହ୍ରାସ ପାଇଛି। ଫଳରେ ନିବେଶକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ମଙ୍ଗଳବାର କାରବାର ଶେଷ ସୁଦ୍ଧା…

ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ

ଭୁବନେଶ୍ବର ୧ ନମ୍ବର ହାଟରେ ସ୍ଥିତି ଅନୁଧ୍ୟାନ କଲେ ବିଏମସି ମେୟର ଓ କମିଶନର । କିଛି ଦୋକାନୀ ନିୟମ ମାନୁନାହାନ୍ତି ବୋଲି କହିଛନ୍ତି ବିଏମସି ମେୟର ସୁଲୋଚନା ଦାସ । ପ୍ଲାଷ୍ଟିକ୍ ଓ ଦହନଶୀଳ ସାମଗ୍ରୀ ଯୋଗୁ ନିଆଁ ଜୋରରେ ଲାଗିଥିଲା । ବିଏମସିର ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି ବୋଲି…

ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ

ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ନୀତିନ ନବୀନ । କାର୍ଯ୍ୟକାରୀ ସଭାପତିରୁ ସେ ପୂର୍ଣ୍ଣକାଳୀନ ସଭାପତି ହୋଇଛନ୍ତି । ଗତକାଲି ନିର୍ବାଚନ ପ୍ରକ୍ରିୟା ପରେ ଆଜି ନୀତିନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆଦିଲ୍ଲୀରେ ଥିବା…