ଆପଣମାନଙ୍କ ପାଇଁ ଭାରତବାସୀ ଗର୍ବିତ

ଆପଣମାନଙ୍କ ପାଇଁ  ଭାରତବାସୀ ଗର୍ବିତ ନୁହଁନ୍ତି। ବରଂ ନିୟୁତ ନିୟୁତ ଲୋକ ଆପଣମାନଙ୍କୁ ଆଦର୍ଶ ମାନୁଛନ୍ତି। ବିକଶିତ ଭାରତ ନିର୍ମାଣରେ ଆପଣମାନଙ୍କ ସହଯୋଗ ଜରୁରୀ। ଭାରତ ସରକାର ଏନ୍‌ଆରଆଇମାନଙ୍କ ପାଇଁ ବହୁତ ଯୋଜନା କରିଛନ୍ତି। ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ‌ର ଉଦ୍‌ଯାପନୀ ଦିବସରେ…

ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖିଛି ପୁଲିସ

ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ । ବିଶାଲଙ୍କୁ ଅଟକ ରଖିଛି ଛତିଶଗଡ ପୋଲିସ । ରାତି ୨ ରୁ ପୋଲିସ ଅଟକ ରଖିଥିବା ନିଜେ ଭିଡ଼ିଓ କରି ସୂଚନା ଦେଇଛନ୍ତି ବିଶାଲ। ବିଶାଲଙ୍କ ସମେତ କିଛି ସରପଞ୍ଚ ଓ ସମିତିସଭ୍ୟଙ୍କୁ ମଧ୍ୟ ପୋଲିସ ଅଟକ ରଖିଥିବା ଜଣାପଡିଛି । ଆଉ କିଛି ସମର୍ଥକ ବି ଅଟକ…

ପୁଣି ବିଜୟ ହାସଲ କଲା କଳିଙ୍ଗ ଲାନ୍‌ସର୍ସ

ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ୍‌ରେ ଚାଲିଥିବା ହକି ଇଣ୍ଡିଆ ଲିଗ୍‌ରେ ଓଡ଼ିଶାର ଦଳ ବେଦାନ୍ତ କଳିଙ୍ଗ ଲାନ୍‌ସର୍ସ ଦ୍ବିତୀୟ ବିଜୟ ପାଇଛି। ଗୁରୁବାର ନିଜର ପଞ୍ଚମ ମ୍ୟାଚ୍‌ରେ ଏହି ଘରୋଇ ଦଳ ୨-୧ ଗୋଲ୍‌ରେ ଓଡ଼ିଆ ଶିଳ୍ପପତି ତାରିଣୀ ପ୍ରସାଦ ମହାନ୍ତିଙ୍କ ମାଲିକାନାରେ ଥିବା ଟିମ୍‌…

ଫ୍ଲିମ ‘ଏମରଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ଅନୁରୋଧ କଲେ କଙ୍ଗନା

ବଲିଉଡ୍‌ ଅଭିନେତା-ନିର୍ଦ୍ଦେଶକ ତଥା ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମରଜେନ୍ସିଂ’ ନାନାଦି ବିବାଦ ପରେ ରିଲିଜ ହେଉଛି। ଜାନୁଆରୀ ୧୭ରେ ଏହା ପରଦାକୁ ଆସିବ। ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ଏବେ କଙ୍ଗନା ଇନ୍ଦିରାଙ୍କ…

ଜାନୁଆରୀ ୧୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଆସନ୍ତା ଜାନୁଆରୀ ୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୧୩ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ…

ଓଡ଼ିଶାରେ ହେବ ଅଲିମ୍ପିକ୍ସ ହକି

ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍‌ରେ ଅହମଦାବାଦକୁ ଆୟୋଜକ ସହର ଉଲ୍ଲେଖ କରାଯାଇଛି।…

କେମିତି କଟିବ ଆଜିର ଦିନ ?

ମେଷ : ଆଜି କଲ୍ୟାଣ ଚନ୍ଦ୍ର ହେତୁ ଆପଣଙ୍କ ଚେଷ୍ଟା ଓ କର୍ମାନୁସାରେ ଅର୍ଥପ୍ରାପ୍ତିର ମାର୍ଗ ପ୍ରଶସ୍ତ ରହିବ। ମନରେ ଆଶଙ୍କା ଓ ସନ୍ଦେହ ଉଙ୍କିମାରୁଥିଲେ ହେଁ ସାହାଯ୍ୟ, ସହଯୋଗ ପାଇ ପାରିବେ। କିନ୍ତୁ ଖଳ ଲୋକଙ୍କ କଥାକୁ ବିଶ୍ୱାସ କରି ନିଜର ପ୍ରିୟବ୍ୟକ୍ତିଙ୍କ ସହ ବିତର୍କର ଆଶଙ୍କା ରହିଛି।…

ପ୍ରବାସୀ ଭାରତୀୟ ଦିବସରେ ଉଦଦ୍ବୋଧନ ଦେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ସ୍ବାଗତ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତିଙ୍କ କାରକେଡ…

ଆସନ୍ତା ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନା ହେବ ଲାଗୁ

ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ…