ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡି ର ଅର୍ଥ ଗଣତି ଆରମ୍ଭ
କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାୟଗଡ଼ା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡି ର ଅର୍ଥ ଗଣତି ଆରମ୍ଭ ହୋଇଛି। ଆଜି ବିଭିନ୍ନ ସାମାଜିକ ସଂଗଠନର ମହିଳା ମାନେ ଗଣତି କାର୍ୟ୍ୟରେ ନିୟୋଜିତ ହୋଇଛନ୍ତି। ମାଁଙ୍କ ପୂଜାର୍ଚ୍ଚନା ପରେ ୬ ମାସ ବ୍ୟବଧାନରେ ଆଜି ରାଜସ୍ୱ ବିଭାଗ…