ଓଡ଼ିଶାରେ ବଡ଼ ପୁଞ୍ଜି ନିବେଶ ହେବ,୯୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାରେ ବଡ଼ ପୁଞ୍ଜି ନିବେଶ ହେବ । ପ୍ରାୟ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କୋଲକାତାରେ ଆୟୋଜିତ ଓଡ଼ିଶା ଇନଭେଷ୍ଟର ମିଟ୍ ରେ ଏଭଳି ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୨୦୩୬ ଏବଂ ୨୦୪୭ ଓଡ଼ିଶାର ବିକାଶ ଭିଜନ ସଫଳ କରିବା…