୧୦ ତାରିଖରେ ଛତିଶା ନିଯୋଗର ବୈଠକ
ଆସନ୍ତା ୧୬ ତାରିଖରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ରତ୍ନଭଣ୍ଡାର ମରାମତି ପାଇଁ ଦୈନିକ ୫ରୁ ୬ ଘଣ୍ଟା ସମୟ ଆବଶ୍ୟକ କରୁଛି ଏଏସ୍ଆଇ। ତେଣୁ ଆସନ୍ତା ୧୦ ତାରିଖରେ ଛତିଶା ନିଯୋଗର ବୈଠକ ବସିବ। ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ନ ହୋଇ ମରାମତି ପାଇଁ ସମୟ ବାହାର କରାଯିବା…