ସିରିଆରେ ରହୁଥିବା ଭାରତୀୟଙ୍କୁ ତୁରନ୍ତ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି ଭାରତ ବିଦେଶ ମନ୍ତ୍ରାଳୟ

ତୁରନ୍ତ ଛାଡ ସିରିଆ। ସିରିଆରେ ରହୁଥିବା ଭାରତୀୟଙ୍କୁ ତୁରନ୍ତ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି ଭାରତ ବିଦେଶ ମନ୍ତ୍ରାଳୟ। ସରକାରଙ୍କ ପକ୍ଷରୁ ରାତି ଅଧିଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ସିରିଆରେ ସପ୍ତାହେ ହେବ ଲାଗି ରହିଛି ଗୃହଯୁଦ୍ଧ। ହୟାତ ତହରିର ଅଲ ଶାମ ବିଦ୍ରୋହୀ ଯୁଦ୍ଧ ଆରମ୍ଭ…

ରାଜ୍ୟରେ ବଢୁଛି ଅବକାରୀ ରାଜସ୍ୱ

ବର୍ଷକୁ ବର୍ଷ ରାଜ୍ୟରେ ବଢୁଛି ମଦ ବିକ୍ରି । ବଢୁଛି ଅବକାରୀ ରାଜସ୍ୱ । ଆଜି ବିଧାନସଭାରେ ପ୍ରଶ୍ନୋତ୍ତରକାଳରେ ଏନେଇ ଉତ୍ତର ରଖିଛନ୍ତି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ,  ଗତ ବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି…

ଦେଶରେ ଖୋଲିବ 85ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଏଥିରୁ ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି

ଶ୍ରୀମନ୍ଦିରରେ ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ମହାପ୍ରଭୁଙ୍କ ମାନବୀୟ ଲୀଳାକ୍ରମରେ ଏହି ନୀତିରେ ଶୀତର ପ୍ରକୋପରୁ ବର୍ତ୍ତିବାକୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା…

CRPF କ୍ଯାମ୍ପ ଉପରେ ଲାଲବାହିନୀର ଆକ୍ରମଣ

ଯବାନଙ୍କୁ ଆକ୍ରମଣ କରିବାକୁ ଆସିଥିଲେ ମାଓବାଦୀ । ଯବାନଙ୍କ ଜବାବୀ ଆକ୍ରମଣରେ ଛତ୍ରଭଙ୍ଗ ଦେଲେ ଲାଲବାହିନୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ଜେଡି ପାଲି ଠାରେ ନୂତନ ଭାବେ ସ୍ଥାପନ ହୋଇଥିବା CRPF କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ । ଶତାଧିକ ମାଓବାଦୀ CRPF…

ଜାଣନ୍ତୁ କେଉଁ ରାଶିକୁ ଆଜି ଶୁଭଫଳ ମିଳିବ ?

ମେଷ : ରାହୁଦୃଷ୍ଟ ବକ୍ରୀ ମଙ୍ଗଳ ଆପଣଙ୍କୁ ବିଭିନ୍ନ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ କରିଦେବ। ଅଭାବ ରହିବ ନାହିଁ କିନ୍ତୁ ଅଯଥା ଆଶଙ୍କା କରି ମନ ଅସ୍ଥିର ରହିବ। ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ସବୁ ସୁବିଧା ଥିଲେ ମଧ୍ୟ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ। ବର୍ତ୍ତମାନ ତାଙ୍କୁ ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିଦ୍ଦତ ବର୍ଡର  ପୁଲିସ ବା ଆଇଟିବିପିରେ ଆଇଜି ଭାବରେ ନିଯୁକ୍ତି ଦିଆଯାଇଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦେଶ ଯାଏଁ ସେ ଡେପୁଟେସନରେ ଯାଇଥିବା ଭାରତ ସରକାରଙ୍କ ପକ୍ଷରୁ…

ଆଗାମୀ 2 ଦିନ ରାଜ୍ୟରେ ବଢିବ ଶୀତ

କିଛି ଦିନର ବିରତି ପରେ ପୁଣି ଶୀତ ଅନୁଭୂତ ହେବାକୁ ଯାଉଛି। ଆଗାମୀ ୨ ଦିନ ରାଜ୍ୟର ବିଭିନ୍ନ ଜିଲାରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ୨ ଦିନ ଶୀତ…

ଓଡ଼ିଶାରେ ଖୋଲିବ 8 କେନ୍ଦ୍ରୀୟ ବିଦ୍ୟାଳୟ

ଓଡ଼ିଶାରେ ୮ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସମେତ ଦେଶର ୧୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଅର୍ଥନୈତିକ ବ୍ୟାପାର କମିଟି ବୈଠକରେ ନିଷ୍ପତ୍ତି…

ନୂଆ ରୂପରେ କଟକ ରେଳ ଷ୍ଟେସନ, ପୂର୍ବ ପାର୍ଶ୍ୱ ଷ୍ଟେସନ୍ ଭବନ ଉଦଘାଟନ କରିବେ ରେଳମନ୍ତ୍ରୀ

ନୂଆ ରୂପରେ କଟକ ରେଳ ଷ୍ଟେସନ ପୂର୍ବପାର୍ଶ୍ଵ ଷ୍ଟେସନ୍ ଭବନ ଓ ପ୍ରବେଶ ପଥ । ଅମୃତ ଷ୍ଟେସନ୍ ଯୋଜନା ଅଧୀନରେ ଚାଲୁରହିଥିବା କଟକ ରେଳ ଷ୍ଟେସନ ପୁନଃନିର୍ମାଣର ଏକ ଅଂଶ ଭାବରେ କଟକ ରେଳ ଷ୍ଟେସନକୁ ଏକ ଆଧୁନିକ ପରିବହନ ହବ୍ ସହ ଏକ ବିଶ୍ୱସ୍ତରୀୟ ସୁବିଧା ପ୍ରଦାନ କରାଯିବ ପାଇଁ ଯୋଜନା କରାଯାଇଛି।…