ଆଜି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ

ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ପୁରୀରେ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍‌ ବନ୍ଦ ରହିବା ସହ  ନିକଟବର୍ତ୍ତୀ ମଦର୍ସ ପବ୍ଲିକ,…

ଜାଣନ୍ତୁ କେଉଁ ରାଶିରେ ଆଜି ପାରିବାରିକ ସମସ୍ୟା ଦୂରହେବ ?

ମେଷ : ଆଜି ଅଶ୍ୱିନୀ ନକ୍ଷତ୍ର ବୈଷୟିକ ସୁଖସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ, ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ବିରୋଧୀ ହୋଇପାରନ୍ତି। କର୍ମସ୍ଥାନରେ ମାରକାଧିପତି ଥିବାରୁ ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ…

ଡିସେମ୍ବର ୫ରେ ରିଲିଜ୍‌ ହେବ ‘ପୁଷ୍ପା-୨ ଦ ରୁଲ୍‌’

ଡିସେମ୍ବର ୫ରେ ରିଲିଜ୍‌ ହେବ ଅଲ୍ଲୁ ଅର୍ଜୁନ୍ ଅଭିନୀତ ବହୁଚର୍ଚ୍ଚିତ ଫିଲ୍ମ ‘ପୁଷ୍ପା-୨: ଦ ରୁଲ୍‌’। ସାରା ଦେଶରେ ଏହି ଫିଳ୍ମକୁ ନେଇ କ୍ରେଜ୍‌ ବଢ଼ିବାରେ ଲାଗିଛି। ଆଡଭାନ୍ସ ବୁକିଂରେ ହିନ୍ଦୀ ଏବଂ ତେଲୁଗୁ ସିନେମାକୁ ପଛରେ ପକାଇ ଭାରତୀୟ ସିନେମା ଜଗତରେ ନୂଆ କୀର୍ତ୍ତିମାନ ଯୋଡ଼ିଛି ଏହି…

ମାଲକାନଗିରିରେ ମୃଦୁ ଭୂମିକମ୍ପ ଅନୁଭୂତ

ମାଲକାନଗିରିରେ ମୃଦୁ ଭୂମିକମ୍ପ ଅନୁଭୂତ । କୋରାପୁଟ ଦାମନଯୋଡିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ସକାଳ ୭ଟା ୨୮ରେ ଭୂମିକମ୍ପ ଅନୁଭୂତ ହୋଇଛି । କେବଳ କୋରାପୁଟ ନୁହେଁ, ଛତିଶଗଡ ସୁକୁମା ଓ ବିଜାପୁରରେ ବି ଭୂମିକମ୍ପ ଅନୁଭୂତ ହୋଇଛି । ତେବେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ନାହିଁ…

ଆଜି ନୌସେନା ଦିବସ

ଆଜି ନୌସେନା ଦିବସ । ଶ୍ରୀକ୍ଷେତ୍ରରେ ପରାକ୍ରମ ଦେଖାଇବେ ନୌବୀର । ବିଶ୍ବ ଦେଖିବ ଭାରତର ଦମ । କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ ରାଷ୍ଟ୍ରପତି । କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡିଶାରେ ଆସି ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ରାଜଭବନରେ ରାତ୍ରୀ ଯାପନ ପରେ ଆଜି…

ଆଜି ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ସେଠାରେ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ଗୋପବନ୍ଧୁ ଆୟୁର୍ବେଦ ବିଦ୍ୟାଳୟକୁ ଯିବେ । ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ । କାର୍ଯ୍ୟକ୍ରମ ସାରି ରାଜଭବନରେ ବିଶ୍ରାନ ନେବେ । ଅପରାହ୍ନରେ ନୌସେନା ଦିବସ ସମାରୋହରେ…

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଭେଟିଲେ ବଲିଉଡ ପ୍ରଯୋଜିକା ଏକତା କପୁର

ସତ୍ୟକୁ ସବୁଦିନ ପାଇଁ ଲୁଚାଇ ରଖାଯାଇ ପାରିବନି ଏମିତି ଏକ କାହାଣା ସତ୍ୟ ଘଟଣା ଉପରେ ଆଧାରିତ ହୋଇଛି ଫିଲ୍ଲ ସାବରମତୀରେ । ଗଣମାଧ୍ୟମ ଦେଖାଉଥିବା କଥା ଯେ ସବୁବେଳେ ସତ୍ୟ ତାହା ଯଥାର୍ଥ ନୁହେଁ , ୨୦୦୨ ଗୋଧ୍ରା  ଟ୍ରେନ ପୋଡି ଓ ସେଥିରେ ଜୀବନ୍ତ ଦଗ୍ଦ ହେଇଥିବା ୫୯ ଜଣ ଜୀବନର ସତ୍ୟ…

ବିବାହ ବନ୍ଧନରେ ବାନ୍ଧି ହେବେ ପିଭି ସିନ୍ଧୁ

ବିବାହ କରିବେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ। ଚଳିତ ମାସରେ ହେବ ବିବାହ। ଡିସେମ୍ବର ୨୨ରେ ରାଜସ୍ଥାନର ଉଦୟପୁରରେ ବିବାହ ହେବ ବୋଲି ଜଣାପଡ଼ିଛି। ସିନ୍ଧୁଙ୍କ ଭାବିସ୍ୱାମୀ ଭେଙ୍କଟ ଦତ୍ତା ସାଇ ଜଣେ ବରିଷ୍ଠ ଆଇଟି ପ୍ରଫେସନାଲ ଏବଂ ପୋଜିଡେକ୍ସ ଟେକ୍ନୋଲୋଜିର…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ପହଞ୍ଚିଛନ୍ତି। ଏହା ପରେ ବିମାନବନ୍ଦରରୁ ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାର ଅଭିମୁଖେ ଯିବେ ରାଷ୍ଟ୍ରପତି। ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ।…

ଆସନ୍ତା ୬ ପର୍ଯ୍ୟନ୍ତ ବର୍ଷା

ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ପର୍ଯ୍ୟନ୍ତ କେତେକ ଜିଲାରେ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଗଞ୍ଜାମର ପାତ୍ରପୁରରେ ସର୍ବାଧିକ ୪୨.୪ ମି.ମି., ଚିକିଟିରେ ୨୭.୨ ମି.ମି., ଗଜପତି ଜିଲା ଗୋସାଣିରେ ୨୭ ମି.ମି., ଝାରସୁଗୁଡ଼ାର ଲଇକେରାରେ…