ହାଇଦ୍ରାବାଦସ୍ଥିତ ଗଚିବୋଭଲି ଘରୁ କନ୍ନଡର ଟେଲିଭିଜନ ଅଭିନେତ୍ରୀ ଶୋଭିତାଙ୍କ ମୃତଦେହ ମିଳିଛି

ହାଇଦ୍ରାବାଦରେ ବସବାସ କରୁଥିବା କନ୍ନଡ଼ ଅଭିନେତ୍ରୀଙ୍କ ମୃତ୍ୟୁ  ହୋଇଥିବାର ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦସ୍ଥିତ ଗଚିବୋଭଲିର ଶ୍ରୀରାମ କଲୋନିର ଘରୁ କନ୍ନଡର ଟେଲିଭିଜନ ଅଭିନେତ୍ରୀ ଶୋଭିତା ଶିବନ୍ନାଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ମିଳିଛି।…

ଆସନ୍ତା କାଲି ଆସିବେ ରାଷ୍ଟ୍ରପତି , ବିମାନବନ୍ଦରରୁ ରାଜଭବନ ପର୍ୟ୍ୟନ୍ତ ରାଷ୍ଟ୍ରପତିଙ୍କ କାରକେଡ ରିହର୍ଲସଲ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ କଡାକଡି ହୋଇଛି ସୁରକ୍ଷାବ୍ୟବସ୍ଥା। ବିମାନବନ୍ଦରରୁ ରାଜଭବନ ପର୍ୟ୍ୟନ୍ତ ରାଷ୍ଟ୍ରପତିଙ୍କ କାରକେଡ ରିହର୍ଲସଲ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେପରି କୌଣସି ସମସ୍ୟା ନ ଉପୁଜିବ ସେଥିପାଇଁ ତତ୍ପର ହୋଇ ଉଠିଛି ପୋଲିସ ବିଭାଗ।…

ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରଘୁପତି ମହାନ୍ତି , ଧରିଲେ ପଦ୍ମ

ପଦ୍ମ ଧରିଲେ ବଡମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ପାର୍ଟି ଅଫିସରେ ବଡମ୍ବା ବିଧାୟକଙ୍କ ନେତୃତ୍ଵରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଆଜି ସକାଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଏନେଇ ସେ ବିଜେଡି ସୁପିମୋ ନବୀନ ପଟ୍ଟନାୟକ, ବିଜୁ ଜନତା ଦଳକୁ ଚିଠି…

ଅଭିନୟ ଛାଡ଼ିବେ ବିକ୍ରାନ୍ତ

ବଲିଉଡର ପ୍ରତିଭାବାନ ଅଭିନେତାଙ୍କ ମଧ୍ୟରୁ ବିକ୍ରାନ୍ତ ମାସେ ଅନ୍ୟତମ | ସେ ନିଜ କ୍ୟାରିୟରରେ ଏପର୍ଯ୍ୟନ୍ତ ଅନେକ ପ୍ରକାରର ଭୂମିକାରେ ନଜର ଆସିଛନ୍ତି ଏବଂ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିଛନ୍ତି। ସଫଳ ହେବା ସହ ଏତେ ଆଗକୁ ଆସିବା ପରେ ଏବେ ବିକ୍ରାନ୍ତ ମାସେ ଇଣ୍ଡଷ୍ଟ୍ରି…

ଓଡ଼ିଶାରେ ୪୭୦୪ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଛି

ନଭେମ୍ବର ମାସରେ ଓଡ଼ିଶାରେ ୪୭୦୪ କୋଟି ଟଙ୍କାର ଜିଏସ୍‌ଟି( ‌ସାମଗ୍ରୀ ଓ ସେବା ଟିକସ) ଆଦାୟ ହୋଇଛି। ଗତବର୍ଷ ନଭେମ୍ବରରେ ଏହି ରାଶି ୪୨୯୫ କୋଟି ଟଙ୍କା ରହିଥିଲା। ତେଣୁ ଗତବର୍ଷ ନଭେମ୍ବର ତୁଳନାରେ ଚଳିତବର୍ଷ ନଭେମ୍ବରରେ ରାଜ୍ୟର ଜିଏସ୍‌ଟି ଆଦାୟ ରାଶିରେ ୧୦ ପ୍ରତିଶତ ବୃଦ୍ଧି ଘଟିଛି।…

ସ୍ମାର୍ଟ ପୋଲିସିଂକୁ ଗୁରୁତ୍ଵ ଦେଇଛନ୍ତି ପ୍ରଧାନମନ୍ତ୍ରୀ

ଜାତୀୟ ସୁରକ୍ଷା ଡିଜିପି-ଆଇଜିପି ସମ୍ମିଳନୀରେ ଡିଜିଟାଲ୍ ଠକେଇ, ସାଇବର ଅପରାଧ ରୋକିବା ପାଇଁ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ର ବ୍ୟବହାର ବୃଦ୍ଧି ଉପରେ ଜୋର ଦେଇଛନ୍ତି ପିଏମ । ଏହାସହିତ ବିକଶିତ ଭାରତ ସଂକଳ୍ପ ପୂରଣ ପାଇଁ ଆସ୍ପିରେସନ୍ ଇଣ୍ଡିଆରେ ମଧ୍ୟ ଦ୍ୱିଗୁଣ AI ଶକ୍ତି ବ୍ୟବହାର…

ଖୁବ୍ ଶୀଘ୍ର ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଏବେ ରାଜ୍ୟବାସୀ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ମାଗଣା ଚିକିତ୍ସା ସୁବିଧା ପାଉଥିବାବେଳେ ଚଳିତ ଆର୍ଥିକ ବର୍ଷରେ ଆୟୁଷ୍ମାନ ଯୋଜନା ଆରମ୍ଭ ହେବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ମିଳିତ ଏମଓୟୁ ସ୍ବାକ୍ଷର ହେବ । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ରାଜ୍ୟର ସାଢେ଼…

ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍‌ ଆଳୁ

ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ିବା ଲାଗି ମନା କରିବା ପରେ ରାଜ୍ୟରେ ବର୍ତ୍ତମାନ ସାଧାରଣ ଖାଉଟିଙ୍କ ହାଣ୍ଡିଶାଳ ଉପରେ ମାଡ଼ ହୋଇଛି। ଆଳୁ ଯୋଗାଣରେ ବାଧା ସୃଷ୍ଟି ହେବାପରେ ଖାଉଟିଙ୍କୁ ଅନେକ ସ୍ଥାନରେ ଏବେ ଆଳୁ କେଜି ୫୦ରୁ ୬୦ ଟଙ୍କାରେ କିଣିବାକୁ ପଡୁଛି, ଯାହାକୁ ନେଇ ସରକାର…

5 ରେ ଘୂର୍ଣ୍ଣିବଳୟ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଫେଙ୍ଗଲ୍‌’ ତାମିଲନାଡ଼ୁ ଉପକୂଳ ଅତିକ୍ରମ କରିଛି। ଗତକାଲି ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ଲ୍ୟାଣ୍ଡ୍‌ଫଲ୍‌ ପ୍ରକ୍ରିୟା ରାତି ପ୍ରାୟ ୨ଟା ପର୍ଯ୍ୟନ୍ତ ଜାରି ରହିଥିଲା। ସ୍ଥଳ ଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ୭୦ରୁ ୮୦ କିମି ବେଗରେ ପବନ ସହ ତୁହାକୁ…

ଆରମ୍ଭ ହେଲା କୋଣାର୍କ ମହୋତ୍ସବ

ଆରମ୍ଭ ହେଲା କୋଣାର୍କ ମହୋତ୍ସବ। ରବିବାର ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ୩୫ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଉଦଘାଟିତ ହୋଇଛି। ଏହାକୁ ଉଦଘାଟନ କରିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ପ୍ରଥମ ସନ୍ଧ୍ୟାରେ ଓଡିଶୀ ଓ କଥକ ନୃତ୍ୟ ପରିବେଷଣ କରିଛନ୍ତି ଭୁବନେଶ୍ଵର ଓ ଦିଲ୍ଲୀର…