ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚର ମଜା ଉଠାଇବେ ଓଡ଼ିଶା ବାସୀ

ଓଡ଼ିଆ କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । ପୁଣି ବାରବାଟୀରେ ହେବାକୁ ଯାଉଛି ଛକା-ଚୌକା ବର୍ଷା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀରେ ହେବାକୁଥିବା ପ୍ରଥମ ଟି-୨୦ ମ୍ୟାଚ୍ ପାଇଁ ଟିକେଟ୍ ତାରିଖ ଘୋଷଣା କରିଛି ଓସିଏ । ପ୍ରଥମେ ଅନଲାଇନରେ ଟିକେଟ୍ ବିକ୍ରି କରାଯିବା ପରେ…

ବିଜେପିକୁ ୧୬, ଜେଡିୟୁକୁ ୧୪ ମନ୍ତ୍ରିପଦ ମିଳିପାରେ !

ବିହାର ନିର୍ବାଚନ ପରେ ଏନ୍‌ଡିଏ ବୈଠକରେ ସରକାର ଗଠନ ନେଇ ବଡ଼ ସୂଚନା ମିଳିଛି । ଚୂଡ଼ାନ୍ତ ହୋଇଥିବା ବ୍ୟବସ୍ଥା ଅନୁଯାୟୀ ବିଜେପିରୁ ପ୍ରାୟ ୧୫ରୁ ୧୬ ଜଣ ମନ୍ତ୍ରୀ ହେବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଜେଡିୟୁର ପ୍ରାୟ ୧୪ ଜଣ ମନ୍ତ୍ରୀ ହେବା ସମ୍ଭାବନା ରହିଛି। ସେହିପରି ୧୯ଟି ଆସନ…

‘ଆଇକନିକ୍ ଓଡ଼ିଶା ଚେସ୍ ପ୍ରିମିୟର୍‌ ଲିଗ୍ ଉଦ୍‌ଯାପିତ, ବାରବାଟୀ ବ୍ୟାଟ୍‌ଲର୍ସ ପ୍ରଥମ ରନର୍ସଅପ୍‌

ନିଖିଳ ଓଡ଼ିଶା ଚେସ୍ ସଂଘ (ଏଓସିଏ) ଓ ଆଇକନିକ୍ ସ୍ପୋର୍ଟ୍ସ ଫାଉଣ୍ଡେସନ (ଆଇଏସ୍ଏଫ୍)ର ମିଳିତ ଆନୁକୂଲ୍ୟରେ ପ୍ରଥମ ଥର ଲାଗି ଓଡ଼ିଶାରେ ଆୟୋଜିତ ଫ୍ରାଞ୍ଚାଇଜ୍‌ ଭିତ୍ତିକ ଚେସ୍‌ ପ୍ରତିଯୋଗିତା ‘ଆଇକନିକ୍ ଓଡ଼ିଶା ଚେସ୍ ପ୍ରିମିୟର୍‌ ଲିଗ୍ (ଆଇଓସିପିଏଲ୍‌)’ ରବିବାର ଉଦ୍‌ଯାପିତ ହୋଇଛି। ଏହି…

ସାଉଦି ଆରବର ମଦିନା ନିକଟରେ ବଡ଼ ସଡ଼କ ଦୁର୍ଘଟଣା: ୪୨ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ସାଉଦି ଆରବର ମଦିନା ନିକଟରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଉମରା କରିବାକୁ ଯାଉଥିବା ଅନେକ ଭାରତୀୟ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଛନ୍ତି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ଏକ ଡିଜେଲ ଟ୍ୟାଙ୍କର ସହିତ ଧକ୍କା ଖାଇବା ଫଳରେ ବସଟି ଜଳିଯାଇଥିଲା, ଯାହା ଫଳରେ ପ୍ରାୟ ୪୨ଜଣ ଭାରତୀୟ…

ଟ୍ରମ୍ପ ୨୫୪ ସାମଗ୍ରୀ ଉପରୁ ଶୁଳ୍କ କମାଇଲେ

ଟ୍ରମ୍ପ ପ୍ରଶାସନ ପକ୍ଷରୁ ଗତ ୧୪ ତାରିଖରେ ଏକ ସଂଶୋଧିତ ତାଲିକା (ଅନେକ୍ସଚର-୨) ଜାରି କରାଯାଇଛି। ଚଳିତବର୍ଷ ଅଗଷ୍ଟ ମାସରେ ବିଭିନ୍ନ ଦେଶ ଉପରେ ଲଗାଯାଇଥିବା ପାଲଟା ଶୁଳ୍କ ଏଥିରେ ରହିଛି। ନଭେମ୍ବର ୧୩ରୁ ସଂ‌ଶୋଧିତ ଶୁଳ୍କକୁ କାର୍ଯ୍ୟକାରୀ କରାଯାଇଛି। ଅଧିକାରୀମାନଙ୍କ ଠାରୁ ମିଳିଥିବା…

କଂଗ୍ରେସର ବିଭୀଷଣ କିଏ ?

କଂଗ୍ରେସ ପିସିସି ସଭାପତି ଭକ୍ତ ଦାସ ନୂଆପଡ଼ାରେ କଂଗ୍ରେସର ଶୋଚନୀୟ ପରାଜୟକୁ ନେଇ କହିଛନ୍ତି, ସବୁ ଦଳରେ ବିଭୀଷଣ ଅଛନ୍ତି। ଆଉ ଆମ ଦଳ କଂଗ୍ରେସରେ ବି ବିଭୀଷଣ ଅଛନ୍ତି। ଯେଉଁମାନଙ୍କ ପାଇଁ ଦଳକୁ ଆଶାନୁରୂପ ସଫଳତା ମିଳିଲାନି। ଏହି କାରଣରୁ ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…

ବ୍ରହ୍ମପୁରରେ ପହଞ୍ଚିଲା ସିବିଆଇ ଟିମ୍

ସିବିଆଇ ଟିମ୍ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଛି।   ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ…

ଆଜି ଆସିବ ଶେଖ୍‌ ହାସିନାଙ୍କ ବିରୋଧରେ ରାୟ

ବାଂଲାଦେଶରେ ଉତ୍ତେଜନା ଯୋଗୁଁ ହାଇଆଲର୍ଟ ଜାରି କରାଯାଇଛି । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲଙ୍କ ରାୟ ପୂର୍ବରୁ ପୁରା ଦେଶରେ ହାଇଆଲର୍ଟ ଜାରି କରାଯାଇଥିବା ସୂଚନା ମିଳିଛି । ବାଂଲାଦେଶର ପୂର୍ବତନ ତଥା ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ଆଜି ରାୟ ଆସିବାକୁ…

ବଥୁଆ ଶାଗ କେବଳ ସ୍ୱାଦିଷ୍ଟ ନୁହେଁ ବରଂ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ ଲାଭଦାୟକ

ଶୀତଦିନ ଆରମ୍ଭ ହେବା ମାତ୍ରେ ବିଭିନ୍ନ ପ୍ରକାରର ପନିପରିବା ବଜାରରେ ଉପଲବ୍ଧ ହୋଇଥାଏ। ଏହି ଋତୁରେ ଅଧିକମାତ୍ରାରେ ପାଳଙ୍ଗ ଶାଗ ଓ ବଥୁଆ ଶାଗ ବଜାରରେ ମିଳିଥାଏ। ଏହାର ଚାହିଦା ବି ଖୁବ ରହିଛି। ଆପଣ ଜାଣନ୍ତି କି ପାଳଙ୍ଗ ଶାଗ ଭଳି ସାଧାରଣ ଦେଖାଯାଉଥିବା ବଥୁଆ ଶାଗ କେବଳ…

କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥାରେ ବିଶେଷ ସୁଧାର ଆସିନାହିଁ

ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଥିବା କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥାରେ ବିଶେଷ ସୁଧାର ଆସିନାହିଁ। କିନ୍ତୁ ତାଙ୍କ ଇନ୍ଦ୍ରିୟମାନେ କାମ କରୁଥିବା ପରିଲକ୍ଷିତ ହୋଇଛି। ସେ କଥା ଶୁଣିବା ସହିତ ଆଖି ଓ ମୁଣ୍ଡ ହଲାଇ ପ୍ରତିକ୍ରିୟା ଦେଉଛନ୍ତି ବୋଲି ଚିକିତ୍ସା କରୁଥିବା…