World ଭାରତୀୟ ବଂଶୋଦ୍ଭବ କାଶ୍ ପଟେଲ୍ FBI ନିର୍ଦ୍ଦେଶକ Metro TV Odisha Dec 1, 2024 ଟ୍ରମ୍ପଙ୍କ କ୍ୟାବିନେଟ୍ରେ ଆଉ ଜଣେ ଭାରତୀୟ ସାମିଲ । ଭାରତୀୟ ବଂଶୋଦ୍ଭବ କାଶ୍ ପଟେଲ୍ଙ୍କୁ FBI ନିର୍ଦ୍ଦେଶକ ଭାବେ ନିଯୁକ୍ତ କଲେ ଟ୍ରମ୍ପ । କାଶ୍ ପଟେଲ୍ଙ୍କୁ ଭୂୟସୀ ପ୍ରଶଂସା କରି ଆମେରିକାର ଫାଷ୍ଟ ଫାଇଟର କହିଲେ ଟ୍ରମ୍ପ୍ ।
National ଆସନ୍ତା 5ରେ ମହାରାଷ୍ଟ୍ରରେ ଶପଥ ଗ୍ରହଣ ସମାରୋହ Metro TV Odisha Dec 1, 2024 ମୁମ୍ବାଇର ଆଜାଦ ମୈଦାନରେ ଶପଥ ଗ୍ରହଣ ସମାରୋହ ହେବ । ଏନେଇ ମହାରାଷ୍ଟ୍ର ବିଜେପି ମୁଖ୍ୟ ଚନ୍ଦ୍ରଶେଖର ବାଓ୍ବନକୁଲେ ସୂଚନା ଦେଇଛନ୍ତି । ସେପଟେ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଲାଗି ରହିଛି ସସପେନସ । ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ଫଡନବୀସ ଦୌଡରେ…
Education ଶନିବାର 10ଟାରେ ଖୋଲିବା ସ୍କୁଲ Metro TV Odisha Dec 1, 2024 ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଏଣିକି ଶନିବାର ସକାଳ ୧୦ଟାରେ ଖୋଲିବ ସ୍କୁଲ । କୋରାପୁଟ ଜିଲ୍ଲା ପାଇଁ ଏହି ନିୟମ ଲାଗୁ କରାଯାଇଛି । କୋରାପୁଟରେ ଶୀତର ଲହରି ଅଧିକ ଥିବା କାରଣରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର । କୋରାପୁଟର ସବୁ ସ୍କୁଲକୁ ଜିଲ୍ଲା ଶିକ୍ଷା ଅଧିକାରୀ ଟିଠି…
Odisha ରଙ୍ଗ ବଦଳାଇବାରେ ଓସ୍ତାଦ ହେଉଛି ବିଜେଡି : ସୁରେଶ ପୁଜାରୀ Metro TV Odisha Dec 1, 2024 ଆମର ରଙ୍ଗ କେବେହେଲେ ବଦଳି ନାହିଁ । କିନ୍ତୁ ରଙ୍ଗ ବଦଳାଇବାରେ ଓସ୍ତାଦ ହେଉଛି ବିଜେଡି । ରଙ୍ଗ ବଦଳାଇ ବିଜେଡି ୧୯୯୮ରେ ଆମ ସହ ମେଂଟ କରିଥିଲା । ନିଜ ଆବଶ୍ୟକତା ପୁର୍ତି ହୋଇଯିବା ପରେ ଏବଂ ନିଜ ସ୍ୱାର୍ଥ ଦୃଷ୍ଟିକୋଣରୁ ବିଜେଡି ୨୦୦୯ରେ ପୁଣି ଥରେ ବିଜେପି ସହ ସଂପର୍କ ଛିନ୍ନ କରିଥିଲା ଏବଂ…
Odisha ଜୟନାରାୟଣଙ୍କ ବୟାନ ପରେ ପ୍ରତିକ୍ରିୟା ରଖିଲେ ମନମୋହନ ସାମଲ Metro TV Odisha Dec 1, 2024 ଭାଜପା ନେତା ସମୀର ଦେ’ଙ୍କ ଶୋକସଭାରେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଯୋଗଦେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟନାରାୟଣଙ୍କ ବୟାନକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦଳରେ ସମସ୍ତଙ୍କୁ ସମାନ ନ୍ୟାୟ ଦିଆଯାଇଥାଏ।…
Astrology/Vastu ଆଜିର ରାଶିଫଳ Metro TV Odisha Dec 1, 2024 କୁମ୍ଭ : ସ୍ବଗୃହୀ ଶନି ପ୍ରଭାବରୁ ସାହାଯ୍ୟ, ସହଯୋଗ ଲାଭ କରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିବେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଉଧାର କରିବାକୁ ପଡ଼ିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ସଭାସମିତିରେ ନୀଚ ମନୋଭାବସମ୍ପନ୍ନ ବ୍ୟକ୍ତି ଦ୍ୱାରା…
Odisha ବ୍ଲୁଫ୍ଲାଗ୍ ବେଳାଭୂମିରେ ନୌସେନାର ଅଭ୍ୟାସ Metro TV Odisha Nov 30, 2024 ଓଡିଶାର ପୁରୀ ଉପକୂଳରେ ପାଳନ ହେବ ନୌସେନା ଦିବସ। ପୁରୀ ବେଳାଭୂମିରେ ସୃଷ୍ଟି ହୋଇଛି ଯୁଦ୍ଧଭୂମିର ଭ୍ରମ। ଚାରିପଟେ ଯୁଦ୍ଧ ଟ୍ୟାଙ୍କ୍ ସମେତ ଯୁଦ୍ଧ ଜାହାଜ ଓ ନୌସେନା ଓ ଇଣ୍ଡିଆନ ଆର୍ମିର ଅଧିକାରୀଙ୍କ ଦଖଲରେ ପୁରୀ ବ୍ଲୁଫ୍ଲାଗ୍ ବେଳାଭୂମି। ଡିସେମ୍ବର 4ରେ ଅନୁଷ୍ଠିତ ନୌସେନା ଦିବସ ପାଇଁ…
National ଦେଶର ବରିଷ୍ଟ ନାଗରିକଙ୍କ ପାଇଁ ଆୟୁଷ୍ମାନ ବୟ ବନ୍ଦନା କାର୍ଡ Metro TV Odisha Nov 30, 2024 ଦେଶର ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ବ୍ୟକ୍ତି ମାନଙ୍କୁ ମିଳିବ ଆୟୁଷ୍ମାନ ବୟ ବନ୍ଦନା କାର୍ଡ । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅଧିନରେ ବରିଷ୍ଟ ନାଗରିକଙ୍କ ପାଇଁ ୩,୪୩୭ କୋଟି ଟଙ୍କା ବ୍ୟୟରେ ଆୟୁଷ୍ମାନ ବୟ ବନ୍ଦନା କାର୍ଡ ପ୍ରସ୍ତୁତ ହୋଇସାରିଛି ।୨୫ ନଭେମ୍ବର ସୁଦ୍ଧା ୧୪…
Odisha ଆରମ୍ଭ ହେଲା ବିଜେପିର ସାଙ୍ଗଠନିକ କର୍ମଶାଳା Metro TV Odisha Nov 30, 2024 ଭାରତୀୟ ଜନତା ପାର୍ଟିର ସଙ୍ଗଠନ କର୍ମଶାଳା ଆରମ୍ଭ ହୋଇଛି। ଆଜି ଦିନ ତମାମ ଦଳର ସଙ୍ଗଠନ ମଜଭୂତ ଦିଗରେ ହେବ ଆଲୋଚନା। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ପରାମର୍ଶକୁ କିପରି ଗ୍ରାଉଣ୍ଡକୁ ନିଆଯିବ ସେ ନେଇ ତିଆରି ହେବ ରୋଡମ୍ୟାପ। ବୈଠକରେ ଦଳର ରାଜ୍ୟ ପ୍ରଭାରୀ ବିଜୟପାଲ…
Politics କଂଗ୍ରେସ ଉପରେ ବର୍ଷିଲେ ଆଇନ ମନ୍ତ୍ରୀ Metro TV Odisha Nov 30, 2024 ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ତିନୋଟି ଖରାପ ତତ୍ତ୍ବ କଂଗ୍ରେସ ଠାରେ ଦେଖିବାକୁ ମିଳୁଛି। ତାହା ହେଲା ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ ତତ୍ତ୍ବ। ଏସବୁ ବିଲକ୍ଷଣ ପାଇଁ ସାରା ଦେଶରେ କଂଗ୍ରେସ ସତ୍ତା…