ରାଜ‌କୋଟ ଦିନିକିଆକୁ ୭ ୱିକେଟ୍‌ରେ ଜିତିଲା ନ୍ୟୁଜିଲାଣ୍ଡ

ରାଜ‌କୋଟ ଦିନିକିଆକୁ ନ୍ୟୁଜିଲାଣ୍ଡ ୭ ୱିକେଟ୍‌ରେ ଜିତି ନେଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଶୃଙ୍ଖଳା ୧-୧ ସ୍ତରକୁ ଚାଲି ଆସିଛି। ସେଥିପାଇଁ ମଧ୍ୟ ଇନ୍ଦୋରରେ ୧୮ ତାରିଖ ଦିନ ଖେଳଯିବାକୁ ଥିବା ତୃତୀୟ ତଥା ଶେଷ ଦିନିକିଆ ଶୃଙ୍ଖଳା ନିର୍ଣ୍ଣାୟକ ପାଲଟି ଯାଇଛି। ସେହିଭଳି କେଏଲ୍‌ ରାହୁଲଙ୍କ…

ସାରା ରାଜ୍ୟରେ ଥଣ୍ଡାର ପ୍ରକୋପ ଜାରି,ଆଜି ୧୧ଟି ଜିଲ୍ଲାକୁ ଶୀତ ଲହରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ସାରା ରାଜ୍ୟରେ ଥଣ୍ଡାର ପ୍ରକୋବ ଜାରି ରହିଛି । ରାଜ୍ୟର ସର୍ବନିମ୍ନ ପାରଦ ସ୍ତର ପୁଣି ତଳକୁ ଖସିଛି। ରାଜ୍ୟର ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି । ଏପଟେ ପାଣିପାଗ ବିଭାଗର ଆକଳନ ଆହୁରି ଦୁଇ ଦିନ ଯାଏଁ ଶୀତ ଲହରରି ନିସ୍ତାର ମିଳିବ ନାହିଁ । ରାଜଧାନୀ ଭୁବନେଶ୍ଵର ଓ କଟକର ରାତି…

ଆଜିର ରାଶିଫଳ

ମେଷ: ଆପଣ କାର୍ଯ୍ୟରେ ବାଧାବିଘ୍ନକୁ ଦୂର କରିବେ । ସୁବିଧା ଏବଂ ସମନ୍ୱୟ ପ୍ରଗତି ଆଡ଼କୁ ନେଇଯିବ । ଏହା ଆପଣଙ୍କୁ ଆର୍ଥିକ ଲାଭଦାୟକ କାର୍ଯ୍ୟଗୁଡ଼ିକ ସମାପ୍ତ କରିବାରେ ସାହାଯ୍ୟ କରିବ । ଯାତ୍ରା ଶୁଭ ହେବ । ଆପଣଙ୍କ ମାଆଙ୍କ ପକ୍ଷରୁ ଆପଣଙ୍କୁ ବିଶେଷ ଲାଭ ମିଳିବ । ଆପଣ କାର୍ଯ୍ୟରେ…

ଭିସା ବିନା ୫୫ଟି ଦେଶକୁ ଯାତ୍ରା କରିପାରିବେ ଭାରତୀୟ ନାଗରିକମାନେ

ବିଶ୍ୱ ସ୍ତରରେ ପାସପୋର୍ଟର ପାୱାରରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଛି । ଚଳିତ ବର୍ଷ ଏସୀୟ ଦେଶଗୁଡ଼ିକ ପ୍ରାଧାନ୍ୟ ବିସ୍ତାର କରିଛନ୍ତି । ସିଙ୍ଗାପୁରର ପାସପୋର୍ଟ ବିଶ୍ୱର ସବୁଠାରୁ ପାୱାରଫୁଲ୍ ରହିଛି, ଯାହା ୧୯୨ଟି ଦେଶକୁ ବିନା ଭିସାରେ ଯାତ୍ରା କରିପାରିବେ । ଏହା ପରେ ଜାପାନ ଏବଂ…

ଭାରତ ଓ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆ: ନ୍ୟୁଜିଲାଣ୍ଡ ଟିମକୁ ୨୮୫ ରନ ଟାର୍ଗେଟ

ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ରାଜକୋଟରେ ଦ୍ୱିତୀୟ ଦିନିକିଆ ଖେଳାଯାଉଛି । ରାଜକୋଟରେ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା କିୱି ଦଳ । ଭାରତକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଛି ଭ୍ରମଣକାରୀ ଦଳ । କିୱି ଦଳକୁ ଭାରତ ୭ ୱିକେଟ ହରାଇ ୨୮୪ ରନ କରିଛି । ଫଳରେ କିୱି ଟିମକୁ ୨୮୫ ରନ…

ଇରାନରେ ଥିବା ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ଦେଶ ଛାଡିବାକୁ ଆଡଭାଇଜରୀ ଜାରି

ଇରାନର ଖରାପ ପରିସ୍ଥିତି ଭିତରେ ଭାରତୀୟ ଦୂତାବାସ ସେଠାରେ ରହୁଥିବା ଭାରତୀୟଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଆଡଭାଇଜରୀ ଜାରି କରିଛି । ଏଥିରେ ଇରାନରେ ଥିବା ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ଦେଶ ଛାଡିବାକୁ ପରାମର୍ଶ ଦିଆଯାଇଛି । କୁହାଯାଇଛି ଯେ ସେମାନେ ଇରାନ ଛାଡିବା ପାଇଁ ଯେକୌଣସି…

କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। କେନ୍ଦ୍ରମନ୍ତ୍ରୀ ଏଲ୍. ମୁରୁଗନଙ୍କ ଦିଲ୍ଲୀ ଘରେ ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏପରିକି କିଛି ଗାଈ ମାନଙ୍କୁ ଖାଇବାକୁ ମଧ୍ୟ ଦେଇଛନ୍ତି। ଏହି ଅବସର​‌ରେ ପ୍ରଧାନମନ୍ତ୍ରୀ କହିଛନ୍ତି ପୋଙ୍ଗଲ ଏକ…

ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିନିର୍ଘଣ୍ଟ କରାଯାଇଛି । ଆଜି ଭୋରରୁ…

ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ବର୍ଷେ ଭିତରେ ତୁଟିଲାନି ଶ୍ରୀଲିଙ୍ଗରାଜଙ୍କ ନବାଙ୍କ ବେଢ଼ା ବିବାଦ। ଆଜି ମକର ସଂକ୍ରାନ୍ତିରେ ବି ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି  କାଲି ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି, ଉପାସରେ ମହାପ୍ରଭୁ ଲିଙ୍ଗରାଜ । ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ଉପାସରେ ଲିଙ୍ଗରାଜ । ଗତକାଲି…

ଆସନ୍ତା ଦୁଇ ଦିନ ରାଜ୍ୟରେ ରହିବ ଶୀତ ଲହରୀ

ଆସନ୍ତା ଦୁଇ ଦିନ ରାଜ୍ୟରେ ଶୀତ ଲହରୀ ରହିବ। ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହୋଇପାରେ । କଟକ, ଜଗତସିଂହପୁର, ଅନୁଗୁଳ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରେ ଅଧିକ ଶୀତ ରହିବ । ସୁନ୍ଦରଗଡ଼, ପୁରୀ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଓ କୋରାପୁଟରେ ପ୍ରବଳ କୁହୁଡ଼ି ଦେଖା ଦେଇପାରେ…