ରେହମାନଙ୍କୁ ଛାଡପତ୍ର ଦେବେ ସାଏରା

ଓସ୍କାର ବିଜେତା ତଥା ଭେଟେରାନ ସଙ୍ଗୀତକାର ଏ.ଆର୍‌ ରେହମାନଙ୍କର ଛାଡପତ୍ର ହେବାକୁ ଯାଉଛି। ଦୀର୍ଘ ୨୯ବର୍ଷର ଦାମ୍ପତ୍ୟ ଜୀବନ ପରେ ସ୍ତ୍ରୀ ସାଏରା ବାନୋଙ୍କ ଠାରୁ ସେ ଅଲଗା ହେବାକୁ ଯାଉଛନ୍ତି। ଏନେଇ ରେହମାନ ଓ ସାୟରାଙ୍କ ଓକିଲ ସୂଚନା ଦେଇଛନ୍ତି। ତେବେ ସାଏରାଙ୍କ ଅନୁସାରେ, ସେ ଏହି…

ଅଣନିଶ୍ବାସୀ ହେଲେଣି ଦିଲ୍ଲୀ ବାସିନ୍ଦା

ଦିଲ୍ଲୀକୁ କ୍ରମାଗତ ୩ ଦିନ ହେଲା ବିଷାକ୍ତ ଧୂମକୁହୁଡ଼ିର ଘନ ଅସ୍ତରଣ ଘୋଡ଼ାଇ ରଖିଥିବାରୁ ଜନସାଧାରଣ ଅଣନିଃଶ୍ୱାସୀ ହୋଇପଡ଼ିଲେଣି। ପ୍ରଦୂଷଣ ଅତ୍ୟନ୍ତ ସାଂଘାତିକ ହୋଇଥିବାବେଳେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୮୮ ରହିଛି। କେତେକ ସ୍ଥାନରେ ଏହା ୫୦୦ ଛୁଇଁଥିବା ଜଣାପଡ଼ିଛି।…

୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି

ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ।…

ଭାରତ-ଇଂଲଣ୍ଡ ଦିନିକିଆ ମ୍ଯାଚ ପାଇଁ ଟିକଟ ଦର ହ୍ରାସ

ଓଡ଼ିଶା କ୍ରିକେଟ୍‌ପ୍ରେମୀଙ୍କୁ ମଙ୍ଗଳବାର ମିଳିଛି ପ୍ରତୀକ୍ଷିତ ଖୁସି ଖବର। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ହସ୍ତକ୍ଷେପ ପରେ ବାରବାଟୀ ଟିକଟ ଦର କମିବାକୁ ଯାଉଛି। ଆସନ୍ତା ଫେବ୍ରୁଆରି ୯ ତାରିଖରେ ଐତିହାସିକ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଏକଦିବସୀୟ…

ଆଜିଠାରୁ ଆରମ୍ଭ ଧାନ କିଣା ପ୍ରକ୍ରିୟା

ଆଜିଠାରୁ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେଉଛି ଧାନ କିଣା ପ୍ରକ୍ରିୟା । ଚଳିତ ଖରିଫ ଋତୁରେ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପାଇବେ ଚାଷୀ । ୨୩୦୦ ଟଙ୍କା ଏମ୍‌ଏସପି ଓ ୮୦୦ ଟଙ୍କା ବୋନସ୍ ପାଇବେ । ନୂଆ ସରକାର ଆସିବା ପରେ ରାଜ୍ୟରେ ପ୍ରଥମ ଥର ଖରିଫ ଧାନ ସଂଗ୍ରହ କରାଯାଉଛି ।  କିଭଳି…

ଝାଡ଼ଖଣ୍ଡ , ମହାରାଷ୍ଟ୍ର ମତଦାନ ଆରମ୍ଭ: ବିଜେପି, କଂଗ୍ରେସ ଉପରେ ନଜର

୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ ଏଥର କିଏ ମାରିବ ବାଜି?  । ବିଜେପି ଅଧିକ ଆସନ ପାଇବ କି କଂଗ୍ରେସ ଅଧିକ ଆସନ ପାଇବ? କିଏ ହେବ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ? ଏସବୁ ପ୍ରଶ୍ନ ଭିତରେ ଚାଲିଛି ମହାରାଷ୍ଟ୍ରରେ ମତଦାନ । ସେହିପରି  ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଅବଶିଷ୍ଟ…

ରାଶିଫଳ

ମେଷ: ମହତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ। ଓକିଲଙ୍କ ଲାଗି ଦିନଟି ବହୁତ ଭଲ। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ। ଘର ସଜାଇବା କାମ କରାଇବେ। ବୃଷ: ପୂର୍ବ କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ଆପଣଙ୍କର…

ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ୍ ରାଷ୍ଟ୍ରପତି ପୁଟିନ

ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ । ଖୁବଶୀଘ୍ର  ତାଙ୍କ ଗସ୍ତର ତାରିଖ ଚୂଡ଼ାନ୍ତହେବ । କ୍ରେମଲିନର ପ୍ରେସ୍ ସେକ୍ରେଟାରୀ ଦିମିତ୍ରୀ ପେସ୍କୋଭ ଆଜି ଏହି ସୂଚନା ଦେଇଛନ୍ତି। ପୁତିନଙ୍କ ଗସ୍ତ ଉପରେ ବିଶ୍ୱର ନଜର ରହିବ କାରଣ ଏହି ସମୟରେ ସେ ପିଏମ ମୋଦୀଙ୍କୁ…

23ରେ ଆସୁଛି ଏକ ଲଘୁଚାପ

ରାଜ୍ୟରେ କମିବ ତାପମାତ୍ରା ବଢିବ ଶୀତ । କାରଣ ୨୩ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ  । ୨୧ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ପରେ ଘନୀଭୂତ ଏହା ଅବପାତର ରୂପ ନେଇପାରେ ବୋଲି ଅନୁମାନ…

ଭିଜିଲାନ୍ସ ଜଳରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ। କାଲି ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକଙ୍କ ଘରେ ରେଡ୍‌ ହୋଇଥିଲା । କାର୍ଯ୍ୟାଳୟ, ସରକାରୀ ବାସଭବନରେ ଚଢାଉ କରିଥିଲା ଭିଜିଲାନ୍ସ ।ରେଡ ବେଳେ ଉପଜିଲ୍ଲାପାଳଙ୍କର…