23ରେ ଆସୁଛି ଏକ ଲଘୁଚାପ
ରାଜ୍ୟରେ କମିବ ତାପମାତ୍ରା ବଢିବ ଶୀତ । କାରଣ ୨୩ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ । ୨୧ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ପରେ ଘନୀଭୂତ ଏହା ଅବପାତର ରୂପ ନେଇପାରେ ବୋଲି ଅନୁମାନ…