ଭାରତର ରେକର୍ଡ ରନ ବର୍ଷା
ଭାରତର ରେକର୍ଡ ରନ ବର୍ଷା । ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି ଭାରତ । ୪ର୍ଥ ଟି-୨୦ରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଥିଲା । ସାମସନ ୫୬ ବଲରେ ଅପରାଜିତ ୧୦୯ ଓ ତିଲକ ବର୍ମା ୪୭ ବଲରେ ଅପରାଜିତ ୧୨୦ ରନର ଇନିଂସ ଖେଳିଛନ୍ତି। ଏହି ବିସ୍ଫୋରକ ବ୍ୟାଟିଂ ଯୋଗୁ ଭାରତ…