ଜମ୍ମୁ ଶ୍ରୀନଗର ନୌଗାମ୍ ପୁଲିସ ଷ୍ଟେସନରେ ବଡ଼ ଧରଣର ବିସ୍ଫୋରଣ , ୭ ମୃତ , ୩୦ରୁ ଅଧିକ ଗୁରୁତର

ଜମ୍ମୁ ଶ୍ରୀନଗର ନୌଗାମ୍ ପୁଲିସ ଷ୍ଟେସନରେ ବଡ଼ ଧରଣର ବିସ୍ଫୋରଣ । ୭ଜଣଙ୍କ ମୃତ୍ୟୁ, ୩୦ରୁ ଅଧିକ ଗୁରୁତର ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଘଟଣ ଘଟିଥିବା ଜଣାପଡିଛି । ବିସ୍ଫୋରଣ ସମୟର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ବିରାଟ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ…

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜୟଙ୍କ ମାଆ କଳ୍ପନା ଢୋଲକିଆ ପ୍ରମୁଖ ଉପସ୍ଥିତ ଅଛନ୍ତି।…

ସର୍ବାଧିକ ପୋଷକ ତତ୍ତ୍ବରେ ଭରପୂର ଅଖରୋଟ

ଆଜିକାଲି ଫୁଡ୍ ଟ୍ରେଣ୍ଡରେ ଅଛି ଡ୍ରାଏ ଫ୍ରୁଟ୍ସ । ଏହାକୁ ରାତିରେ ଭିଜାଇ ସକାଳେ ଖାଲି ପେଟରେ ଖାଇବାର ତରିକା ଅନେକ ଆପଣାଇବାରେ ଲାଗିଲେଣି । କାରଣ ବିଭିନ୍ନ ଡ୍ରାଏ ଫ୍ରୁଟ୍ସ ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇବା ସହ ଶରୀରରେ ଭରପୂର ଏନର୍ଜି ଦେଇଥାଏ   । ଦିନ ସାରା ଫୂର୍ତ୍ତି ଅନୁଭବ…

ପାରଦ ତଳମୁଁହା

ଦିନକୁ ଦିନ ପାରଦ ତଳମୁଁହା  ହେବାରେ ଲାଗିବା ସହ ପ୍ରବଳ ଥଣ୍ଡା ଏବଂ ଜାଡ଼ରେ କମ୍ପୁଛି ଓଡ଼ିଶାର ଦାର୍ଜିଲିଂ ଜି. ଉଦୟଗିରି । ପାରଦ ୭ଡିଗ୍ରିରେ ପହଁଚିଥିବା ରେକର୍ଡ କରିଛି ଆଞ୍ଚଳିକ କୃଷି ଗବେଷଣା ଏବଂ ପରାମର୍ଶ କେନ୍ଦ୍ର । ଶୀତ ସାରା ଅଞ୍ଚଳବାସୀଙ୍କୁ କଲବଲ କରିବାରେ ଲାଗିଛି । ଚଳିତ ବର୍ଷ…

ଆଜିର ରାଶିଫଳ

ମେଷ: ନୀରୋଗ ରହିବେ। ମନ ପ୍ରସନ୍ନ ରହିବ। ବାଲ୍ୟାବସ୍ଥା କିମ୍ବା କୈଶୋର ଅବସ୍ଥା ହୋଇଥିଲେ ଶାରୀରିକ କ୍ଲେଶ ଅନୁଭବ କରିପାରନ୍ତି; ମାତ୍ର ଯୁବାବସ୍ଥାରେ ପୂର୍ଣ୍ଣ ସୁଖ ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବୃଷ: ସୁସ୍ଥ ଓ ନିରାମୟ ରହିବେ। ଭାଗଶାଳୀ ହୋଇପାରନ୍ତି। ଧାର୍ମିକ…

ବିହାର ନିର୍ବାଚନ : ବିପୁଳ ଆସନରେ ଏନଡିଏ ବିଜୟଲାଭ କରି ବିରୋଧୀ ମହାମେଣ୍ଟକୁ କଡ଼ା ଜବାବ ଦେଇଛି

ବିହାର  ୨୪୩ ଆସନ ବିଶିଷ୍ଟ ବିଧାନସଭାରେ ୨୦୨ ଆସନ ଜିତି ଏନ୍‌ଡିଏ ଐତିହାସିକ ବିଜୟ ହାସଲ କରିଛି। ଏହି ନିର୍ବାଚନରେ ବିରୋଧୀ ମହାମେଣ୍ଟ ମାତ୍ର ୩୫ଟି ଆସନରେ ସୀମିତ ରହିଯାଇଛି। କଂଗ୍ରେସର ଦୁର୍ବଳ ପ୍ରଦର୍ଶନ ଆର୍‌ଜେଡି ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଥିବା ବେଳେ ମହାମେଣ୍ଟର ଅନ୍ୟତମ ପ୍ରମୁଖ…

ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବୃହତ୍‌ ବିଜୟ ହୋଇଛି। ଏଠାରେ କଂଗ୍ରେସ ହାତରୁ ବିଜେପି ଆସନ ଛଡ଼ାଇ ଆଣିଛି। ବିଜେପିର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୋହନ ଚରଣ ମାଝୀ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ…

ବିହାରରେ ଏନଡିଏ ର ବଡ଼ ବିଜୟ ହାସଲ

ବିହାରରେ ଏନଡିଏ ଏକ ବଡ଼ ବିଜୟ ହାସଲ କରିଛି। ଭାରତୀୟ ଜନତା ପାର୍ଟି ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି। ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ ବିହାରରେ ଏନଡିଏ ମୋଟ ୨୦୭ଟି ଆସନରେ ବିଜୟୀ/ଆଗୁଆ ଥିବାବେଳେ ତାମଧ୍ୟରୁ ବିଜେପି ୯୫ଟି ଓ ଜେଡିୟୁ ୮୫ଟି ଆସନରେ ବିଜୟୀ/ଆଗୁଆ ରହିଛି ।…

ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି ବାଜି ମାରିଛି

ନୂଆପଡ଼ାରେ ପୁଣି ଥରେ ପଦ୍ମ ଫୁଟିଛି। ଏହା ପୁଣି ୧୦ ବର୍ଷ ପରେ। ନୂଆପଡ଼ାର ଜନତା ଭାରତୀୟ ଜନତା ପାର୍ଟିକୁ ପୁଣି ଥରେ ବିପୁଳ ଭୋଟ୍‌ ଦେଇଛନ୍ତି। ବିଜୟୀ ପ୍ରାର୍ଥୀ ଜୟ ଢୋଲକିଆ ବିଜୟ ଶୋଭାଯାତ୍ରା କରିଛନ୍ତି। ସେ ଖରିଆର ରୋଡ୍‌ରେ ନିଜ ପରିବାର ଏବଂ ସମର୍ଥକମାନଙ୍କ ସହିତ ଶୋଭାଯାତ୍ରାରେ…

ଇଡେନ୍ ଗାର୍ଡେନ୍ସରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ମ୍ୟାଚ୍

କୋଲକାତା ଟେଷ୍ଟର ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୧୫୯ ରନରେ ଅଲଆଉଟ ହୋଇଯାଇଛି। ଭାରତୀୟ ଦଳ ପକ୍ଷରୁ ଜସପ୍ରୀତ ବୁମରା ୫ଟି ଉଇକେଟ ନେଇଛନ୍ତି। ଏହା ଇଡେନ ଗାର୍ଡେନରେ ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ପ୍ରଥମ ଇନିଂସ ସ୍କୋର। ପୂର୍ବରୁ ଇଡେନ ଗାର୍ଡେନରେ ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ପ୍ରଥମ…