ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ…
ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି । ଏ ନେଇ ସୂଚନା ଦେଲେ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ । ସେ କହିଛନ୍ତି, ଶୁକ୍ରବାର ଓ ତା ପୂର୍ବ ଦିନ ବର୍ଷା ପାଇଁ ଜଳବନ୍ଦୀ ପରିସ୍ଥିତି ହୋଇଥିଲା । ସାପୁଆରୁ ପାଣି କମିଲାଣି । ରବିବାର ସକାଳ ସୁଦ୍ଧା ପାଣି ପୂରା କମିଯିବ ।…