ଡିସେମ୍ବର ୧୫ରେ ଓସିଏସ୍ ପ୍ରିଲିମ ପରୀକ୍ଷା
ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପରୀକ୍ଷା-୨୦୨୩ର ପ୍ରିଲିମ ପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧୫ରେ ଓସିଏସ୍ ପ୍ରିଲିମ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ପରିଚାଳନା କରୁଥିବା ଓଡିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା…