ଇସ୍ରାଏଲ ସେନା ପ୍ରାୟ ୧୦୦ ହମାସ ଆତଙ୍କବାଦୀଙ୍କୁ ଗିରଫ କରିଛି

ହମାସ ବିରୋଧରେ ଯୁଦ୍ଧ ଲଢ଼ୁଥିବା ଇସ୍ରାଏଲ ସେନାକୁ ବଡ଼ ସଫଳତା ମିଳିଛି। ଉତ୍ତର ଗାଜାର କମଲ ଅଦୱାନ ହସ୍ପିଟାଲରେ ଚଢ଼ାଉ କରି ଇସ୍ରାଏଲ ସେନା ପ୍ରାୟ ୧୦୦ ସନ୍ଦିଗ୍ଧ ହମାସ ଆତଙ୍କବାଦୀଙ୍କୁ ଗିରଫ କରିଛି । ଏ ସଂପର୍କରେ ଇସ୍ରାଏଲ ସୁରକ୍ଷା ବାହିନୀ ସୂଚନା ଦେଇଛି। ଅନ୍ୟପକ୍ଷରେ ଗାଜାର…

ସାଂସଦ ତେଜସ୍ୱୀ ସୂର୍ଯ୍ୟଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

କର୍ଣ୍ଣାଟକର ଲୋକସଭା ସାଂସଦ ତେଜସ୍ୱୀ ସୂର୍ଯ୍ୟ ସଫଳତାର ସହ ଆଇରନ ମ୍ୟାନ ଚାଲେଞ୍ଜ ସମ୍ପନ୍ନ କରିଛନ୍ତି । ଏହା  ଏକ ପ୍ରଶଂସନୀୟ ଉପଲବ୍ଧି ବୋଲି କହି  ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ । ଏକସ ରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଜି ଲେଖିଛନ୍ତି ଯେ ,ମୁଁ ନିଶ୍ଚିତ ଯେ ଏହା ଅନେକ…

ଜାଣନ୍ତୁ ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ କେବେଠୁ ଲାଗୁ ହେବ ?

ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ ୨ ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଲଞ୍ଚ ହେବ । ଏଥିରେ ସତୁରୀ ବର୍ଷରୁ ଅଧିକ ବୟସ ଲୋକମାନେ ମାଗଣା ସ୍ବାସ୍ଥ୍ୟ ସୁବିଧା ପାଇବେ । କିନ୍ତୁ ଓଡ଼ିଶାରେ ଏହା ଲାଗୁ ହୋଇପାରିବ ନାହିଁ ।  ଯେହେତୁ ଓଡ଼ିଶାରେ ପୂର୍ବରୁ…

କେବେ ମିଳିବ ତୃତୀୟ ପର୍ଯ୍ୟାୟର ସୁଭଦ୍ରା ପ୍ରଥମ କିସ୍ତି ଟଙ୍କା ?

‘ସୁଭଦ୍ରା' ଯୋଜନା ନେଇ ପୁଣି ଏକ ଅପଡେଟ ଖବର ଆସିଛି । ଯେଉଁମାନେ ଏହି ଯୋଜନାର ଲାଭ ପାଇନାହାଁନ୍ତି । ସେମାନେ ଖୁବ ଶୀଘ୍ର ପାଇବେ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା…

ଦୁର୍ନୀତିଖୋର ଅଧିକାରୀଙ୍କୁ କୌଣସି ସୁରକ୍ଷା ଦେବେନାହିଁ ସରକାର

ଦୁର୍ନୀତିଖୋର ଅଧିକାରୀଙ୍କୁ  କଠୋର ଦଣ୍ଡ ମିଳିବ । କାହାକୁ ଛଡାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯେଉଁମାନେ ଦୁର୍ନୀତି କରୁଛନ୍ତି ତାକୁ ପ୍ରଶୟ ଦେବନାହିଁ ସରକାର। ଦୁର୍ନୀତି ନିବାରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଓଡ଼ିଶା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ…

ମଠ ମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ପାଇଁ ସରକାର ଆଣୁଛନ୍ତି ନୂଆ ଯୋଜନା

ବିଜେପି ସରକାର  ମଠମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ସହ ପରିଚଳନା ସମସ୍ୟା ସମାଧାନ ପାଇଁ ନୂଆ ଯୋଜନା ଆଣୁଛନ୍ତି । ଏନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି ।  ଦେବାଳୟ ପ୍ରକଳ୍ପ  ନୂଆ ଯୋଜନା ଆଣୁଛନ୍ତି ସରକାର। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ  ଯେଉଁ ମଠ…

ଜମ୍ମୁ-କଶ୍ମୀରରେ ସେନା ଗାଡ଼ି ଉପରେ ପୁଣି ଆତଙ୍କବାଦୀ ଆକ୍ରମଣ

ଜମ୍ମୁ-କଶ୍ମୀରରେ ସେନା ଗାଡ଼ି ଉପରେ ପୁଣି ଆତଙ୍କବାଦୀ ଆକ୍ରମଣ କରିଛନ୍ତି ।  କିଛି ସନ୍ଦିଗ୍ଧ ଆତଙ୍କବାଦୀ ଆଜି ଅଖନୁର ସେକ୍ଟରରେ ଏକ ଆର୍ମି ଗାଡ଼ି ଉପରକୁ ଗୁଳି ମାଡ଼ କରିଛନ୍ତି। ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ ।  ସେନା ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ…

ଆଇପିଏଲ୍ ୨୦୨୫ରେ ବି ଖେଳିବେ ମାହି

ଅକ୍ଟୋବର ୩୧ ସୁଦ୍ଧା ବିଭିନ୍ନ ଫ୍ରାଞ୍ଚାଇଜ ସେମାନଙ୍କର ଖେଳାଳି ରିଟେନସନ୍ ତାଲିକା ଜାରି କରିବେ। ମେଗା ଅକ୍ସନ ପୂର୍ବରୁ ଧୋନିଙ୍କୁ ଚେନ୍ନାଇ ରିଟେନ କରିବ କି ନାହିଁ, ତାହା ଏବେ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ଏହାରି ଭିତରେ ଏକ କାର୍ଯ୍ୟକ୍ରମରେ ଧୋନି ନିଜେ ଏପରି କିଛି କଥା କହିଛନ୍ତି,…

ଆଜି ଗୁଜୁରାଟ ଗ୍ରସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ୧୦ଟା ବେଳେ ପ୍ରଧାନମନ୍ତ୍ରୀ ସ୍ପେନ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ମିଳିତ ଭାବେ ଟାଟା ଏୟାରକ୍ରାଫ୍ଟ କମ୍ପେ୍ଲକ୍ସର ଉଦଘାଟନ କରିବେ। ଟାଟା ଆଡଭାନ୍ସଡ ସିଷ୍ଟମସ ଲିମିଟେଡ କ୍ୟାମ୍ପସରେ ସି-୨୯୫ ବିମାନ ନିର୍ମାଣ କରାଯାଉଛି ।…

ନଭେମ୍ବର 2 ସୁଦ୍ଧା ଆସିବ ବାତ୍ୟା କ୍ଷୟକ୍ଷତି ରିପୋର୍ଟ

ନଭେମ୍ବର 2 ସୁଦ୍ଧା ଆସିବ ବାତ୍ୟା କ୍ଷୟକ୍ଷତି ରିପୋର୍ଟ । ବାତ୍ୟା ପରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।ଏବେ ସୁଦ୍ଧା ୫୦ ହଜାର ଲୋକଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇ ପାରିନି। ବିଦ୍ୟୁତ୍…