‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ: ସ୍ଥଳ ଭାଗ ଛୁଇଁଲା

ବାତ୍ୟା ‘ଦାନା’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହୋଇ ସ୍ଥଳଭାଗରେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭିତରକନିକା ଓ ଧାମରା ମଝିରେ ଏହା ଲ୍ୟାଣ୍ଡଫଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି ରହିବ।ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି…

୩,୬୨,୦୦୦ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଛି

ଜିରୋ କାଜୁଆଲଟି ଆମ ଲକ୍ଷ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଲୋକସେବା ଭବନରେ SRC, ରାଜସ୍ବମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ବାତ୍ୟା ଦାନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଉଛି, ଏବେ ଯାଏଁ ୩ ଲକ୍ଷରୁ…

ଭୁବନେଶ୍ୱର ବିମାନ ବନ୍ଦରରେ ବୋମା ଆତଙ୍କ

ଭୁବନେଶ୍ୱର ବିମାନ ବନ୍ଦରରେ ବୋମା ଆତଙ୍କ । ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍ । ଧମକପୂର୍ଣ୍ଣ କଲ୍ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ ଜାରି ହୋଇଛି । ବିମାନ ବନ୍ଦରରେ କଡାକଡି ଯାଞ୍ଚ କରାଯାଉଛି । ସେହିପରି ଝାରସୁଗୁଡା ବିମାନବନ୍ଦରରେ ମଧ୍ୟ…

ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର  କାର୍ଯ୍ୟକୁ  ଦୃଷ୍ଟିରେ ରଖି, ଅକ୍ଟୋବର ୨୮ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।  ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ…

ପାରାଦୀପ ଠାରୁ ୧୫୦ କି.ମି ଦୂରରେ ବାତ୍ୟା ଦାନା

ପାରାଦୀପ ଠାରୁ 150 କି.ମି ଦୂରରେ ବାତ୍ୟା ଦାନା । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ଗତ ୬ ଘଣ୍ଟାରେ ୧୦ କି.ମି ବେଗରେ ଗତି କରୁଛି । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କି.ମି ଦୂରରେ ବାତ୍ୟା । ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି । ସାଗର ଦ୍ବୀପର…

ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ

୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ତେବେ ତେବେ ଏହି ସମୟରେ ସେ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଓ ଚାଇନା…

ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ । ବାତ୍ୟା ପରିସ୍ଥିତିରେ ଲୋକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ସ୍ୱତନ୍ତ୍ର ନିୟନ୍ତ୍ରଣ କକ୍ଷରୁ ବାତ୍ୟା ପରିସ୍ଥିତିର ଉପରେ ନଜର ରଖାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏନଡିଆରଏଫ ଟିମ୍ ବାତ୍ୟା ପରିଚାଳନା…

ଦାନା ବିଭିନ୍ନ ସ୍ଥାନରେ ଭାଙ୍ଗୁଛି ଗଛ

ବାତ୍ୟା ‘ଦାନା’  ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା । ଆଜି ମଧ୍ୟରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକାରୁ ଧାମରା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବାତ୍ୟା ‘ଦାନା’ ଉପକୂଳ ଆଡକୁ ମାଡ଼ି ଆସୁଥିବା ବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି। ପବନର ବେଗ…

ଅଭିଷେକ କାହିଁକି ଐଶ୍ୱର୍ଯ୍ୟାଙ୍କ ସହ ଦେଖାଯାଉନାହାଁନ୍ତି ?

କିଛି ଦିନ ଧରି ବଚ୍ଚନ ପରିବାରରେ କଣ ଘଟୁଛି ତାକୁ ନେଇ ଚର୍ଚା ହେଉଛି । କୁହାଯାଉଛି ଅଭିଷେକ ଓ ଐଶ୍ବର୍ଯ୍ୟାଙ୍କ ସଂପର୍କରେ ଫାଟ ସୃଷ୍ଟି ହୋଇଛି । ଏବେ ଏକ ଫଟୋ ଭାଇରାଲ ହେଉଛି । ଏଥିରେ ଐଶ୍ବର୍ଯ୍ୟାଙ୍କ ପରିବାର ଅଭିଷେକ ନାହାଁନ୍ତି । ଏକ ଜନ୍ମଦିନ ପାର୍ଟିରେ ଯୋଗ ଦେଇଥିଲେ, ଯାହାର ଫଟୋ…

ବାତ୍ୟା ‘ଦାନା’ର ପ୍ରଭାବ

ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ  ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ବାତ୍ୟା ‘ଦାନା’ର ପ୍ରଭାବରେ ଦୀଘା ସମୁଦ୍ରରେ ଉଚ୍ଚ ଜୁଆର ସୃଷ୍ଟି ହୋଇଛି। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ପୁରୀ…