ଜାଣନ୍ତୁ କେଉଁ ୪ଜିଲ୍ଲାରେ ବାତ୍ୟା ରଚିବ ତାଣ୍ଡବ ?

ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ । କାଲି ରାତିରୁ ୨୫ ପୂର୍ବାହ୍ଣ ଯାଏ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର | ବାତ୍ୟା ପାଇଁ OAS ପ୍ରିଲିମ ପରୀକ୍ଷା ସ୍ଥଗିତ…

କାଜାନଠାରେ ଆରମ୍ଭ ହେଲା ବ୍ରିକ୍ସ ସମିଟ୍

ରୁଷର କାଜାନଠାରେ ବ୍ରିକ୍ସ ସମିଟ୍ ଆରମ୍ଭ ହୋଇଛି। ସମିଟର ଆରମ୍ଭରେ ରୁଷ୍ ୟୁକ୍ରେନ ଯୁଦ୍ଧକୁ ନେଇ ରାଷ୍ଟ୍ରପତି ପୁଟିନଙ୍କୁ ପୁଣି ଥରେ ଶାନ୍ତିର ସନ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯୁଦ୍ଧ ସମାଧାନ ନୁହେଁ ଶାନ୍ତି ଦ୍ବାରା ହିଁ ସମାଧାନର ବାଟ ବାହାରି ପାରିବ ବୋଲି ପୂର୍ବରୁ ମଧ୍ୟ…

ସାଟେଲାଇଟ ଚିତ୍ରରେ ଦେଖା ଗଲା ବାତ୍ୟା

ସୃଷ୍ଟି ହେଲା ବାତ୍ୟା  ।ବାତ୍ୟାର ରୂପ ନେଲା ଗଭୀର ଅବପାତ । ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା । ପାରାଦୀପ ରାଡାରରେ ବାତ୍ୟାର ଚିତ୍ର ଅନୁମାନ । ସାଟେଲାଇଟ ଚିତ୍ରରେ ଦେଖା ଗଲା ବାତ୍ୟାର ଆଖି । କାଲି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନବ ।ଗତ ୬ ଘଣ୍ଟାହେବ ଘଣ୍ଟାପ୍ରତି ୩ କିଲୋମିଟର…

ଓଡିଶା ଏଫସି ୨-୧ ଗୋଲ୍‌ରେ ଇଷ୍ଟ୍‌ବେଙ୍ଗଲ ଏଫ୍‌ସିକୁ ପରାସ୍ତ କରିଛି

ଚଳିତ ଆଇଏସ୍‌ଏଲ୍‌ ଫୁଟ୍‌ବଲ୍‌ ପ୍ରତିଯୋଗିତାରେ ଓଡ଼ିଶା ଏଫ୍‌ସି ମଙ୍ଗଳବାର ଦ୍ବିତୀୟ ବିଜୟ ପାଇଛି। କଳିଙ୍ଗ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ଘରୋଇ ଦଳ ୨-୧ ଗୋଲ୍‌ରେ ଇଷ୍ଟ୍‌ବେଙ୍ଗଲ ଏଫ୍‌ସିକୁ ପରାସ୍ତ କରିଛି। ମ୍ୟାଚ୍‌ର ୨୨ତମ ମିନିଟ୍‌ରେ ଇସାକ୍‌ ରାଲ୍‌ଟେଙ୍କ ପାସ୍‌କୁ ରୟ…

ଦେଖନ୍ତୁ ଆଜି କେଉଁ ରାଶିକୁ ମିଳିବ ସଫଳତା ଓ ଶୁଭଫଳ ?

ମେଷ : ଆଜି ଚତୁର୍ଥ କେନ୍ଦ୍ରରେ ନୀଚସ୍ଥ ମଙ୍ଗଳ ପାରିବାରିକ ଖର୍ଚ୍ଚ ବଢ଼ାଇବା ସହ ସ୍ବାସ୍ଥ୍ୟସମସ୍ୟା ସୃଷ୍ଟି କରିବ। ବନ୍ଧୁଙ୍କ ସହ ଆଲୋଚନା ମାନସିକ ଆଶ୍ୱସ୍ତି ପ୍ରଦାନ କରିବ। କିନ୍ତୁ ବ୍ୟବସାୟ, ପରିବହନ ଏବଂ ଶିଳ୍ପ, ବାଣିଜ୍ୟ, କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ଭଲ…

ବିର୍ସା ମୁଣ୍ଡା ଷ୍ଟାଡିୟମରେ ବିରାଟ ଜନସଭାରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦୀ

ଆସନ୍ତା ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ରାଉରକେଲା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବା ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ବିର୍ସା ମୁଣ୍ଡା ଆଥଲେଟିକ୍‌…

ରାଜ୍ୟବାସୀଙ୍କୁ ଧର୍ଯ୍ୟର ସହ ବାତ୍ୟା ମୁକାବିଲା କରିବା ପାଇଁ ଆହ୍ୱାନ ଦେଲେ ମନମୋହନ ସାମଲ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୧୦୦ରୁ ୧୨୦ କିମି ରହିବା ସହିତ ଅତି…

ପୃଥିବୀର ସବୁଠାରୁ ପ୍ରଦୂଷିତ ରାଜଧାନୀ ପାଲଟିଛି ଦିଲ୍ଲୀ

ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଏବେ ‘ଅତି ଖରାପ’ ସ୍ତରରୁ ‘ସାଂଘାତିକ’ ଆଡ଼କୁ ଗତି କରୁଛି। ଶୀତ ଆରମ୍ଭ ନ ହେଉଣୁ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ଉଦ୍‌ବେଗଜନକ ହୋଇଥିବା ବେଳେ ଅଧିକାଂଶ ଅଂଚଳରେ ବାୟୁମାନ ସୂଚକାଙ୍କ (ଏକ୍ୟୁଆଇ) ୩୦୦ ଅତିକ୍ରମ କରିଛି। ଏଭଳି ସ୍ଥିତିରେ ଦିଲ୍ଲୀବାସୀଙ୍କ ଜୀବନ…

ବୁଧବାର ଋଷର କାଜାନଠାରେ ମୋଦୀ ଏବଂ ଜିନପିଙ୍ଗଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ

ବୁଧବାର ଋଷର କାଜାନଠାରେ  ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ହେବ । ବର୍ତ୍ତମାନର ଜଟିଳ ବିଶ୍ବ ପରିସ୍ଥିତି ମଧ୍ୟରେ ଏହି ବୈଠକ ଉପରେ ସାରା ବିଶ୍ବର ନଜର ରହିବ । ଭାରତର ବୈଦେଶିକ ସଚିବ ବିକ୍ରମ ମିସ୍ରି କହିଛନ୍ତି, ଆସନ୍ତାକାଲି…

ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି ନାଗା ଚୈତନ୍ୟ ଓ ଶୋଭିତ ଧୁଲିପାଲା

ଶୋଭିତା  ଧୁଲିପାଲ ଖୁବଶୀଘ୍ର  ସାଉଥ ସୁପରଷ୍ଟାର୍‌ ନାଗା ଚୈତନ୍ୟଙ୍କୁ କରିବେ ବିବାହ। ଏନେଇ ଅଭିନେତ୍ରୀ ନିଜେ ସୂଚନା ଦେଇଛନ୍ତି । ନାଗା ଚୈତନ୍ୟଙ୍କ ସହ ନିର୍ବନ୍ଧର ଦୁଇ ମାସ ପରେ ଏବେ ବଧୂ ସାଜିବେ ଶୋଭିତା। ଏଥିପାଇଁ ତାଙ୍କ ଘରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି ।ଶୋଭିତ ଧୁଲିପାଲା ନିଜ…