ହରିୟାଣା ସରକାରଙ୍କ ବଡ଼ ଘୋଷଣା

ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂ ସାଇନି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୁଣି ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସେ ରାଜ୍ୟବାସୀଙ୍କୁ ବହୁତ ଉପହାର ଦେଇଛନ୍ତି। ସାଇନି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା…

ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ସରକାର ନେଲେ ପଦକ୍ଷେପ

ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ବୃନ୍ଦାବତୀ ନିବାସର ବେସମେଣ୍ଟରେ ରହିବେ ୧୪୦ ହବିଶ୍ୟାଳି। ତେବେ ଆଜି ସୁଦ୍ଧା ସମସ୍ତ ତାଲିକା ଚୂଡାନ୍ତ ହୋଇସାରିବା ପରେ ଅନ୍ୟମାନଙ୍କୁ ପଞ୍ଜିକରଣ କରି ରଖିବାର ବ୍ୟବସ୍ଥା ହେବ ବୋଲି କହିଛନ୍ତି ଜିଲ୍ଲାପାଳ । ଯେଉଁମାନେ…

ପୁରୀରେ ନିର୍ମାଣ ହେବାକୁ ଥିବା ବିମାନବନ୍ଦର ପାଇଁ ଖୁବ୍‌ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ପୁରୀରେ ନିର୍ମାଣ ହେବାକୁ ଥିବା ‘ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର’ ପାଇଁ ଖୁବ୍‌ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ୧୨ଜଣିଆ କମିଟି ଗଠନ ହୋଇଛି। ଏହି କମିଟି ଜମି ଅଧିଗ୍ରହଣ କରିବା ସହ ଜମି ମାଲିକମାନଙ୍କୁ ତୁରନ୍ତ…

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଗୁଳିରେ ଜଣେ ଅଣ-ସ୍ଥାନୀୟ ମୃତ

ଜମ୍ମୁ କଶ୍ମୀରର ଜେନାପୋରା ସୋପିଆନ୍ ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସଂପୃକ୍ତ ଅଞ୍ଚଳରେ ଜଣେ ଅଣ-ସ୍ଥାନୀୟ ଲୋକ ଆତଙ୍କବାଦୀଙ୍କ ଦ୍ୱାରା ଗୁଳି ମାଡ଼ର ଶିକାର ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିମାଡ଼ ଅଣ-ସ୍ଥାନୀୟ ବ୍ୟକ୍ତିଙ୍କ ଶରୀରରେ ବାଜିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି।…

ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ

ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳୁ ସକାଳୁ ହବିଷ୍ୟାଳି ମାନେ ତୀର୍ଥ ପୁଷ୍କରିଣୀ ସମେତ ସରକାରଙ୍କ ତରଫରୁ ହୋଇଥିବା 4ଟି ଅସ୍ଥାୟୀ ହବିଷ୍ୟାଳି ଶିବିରରେ…

ତମନ୍ନା ଭାଟିଆଙ୍କୁ ଇିଡି ଜେରା କାହିଁକି କଲା ?

ମହାଦେବ ବେଟିଂ ଆପ୍‌ ଓ ଫେୟାର୍‌ ପ୍ଲେ ଆପ୍‌ରେ ବେଆଇନ ବିଜ୍ଞାପନରେ ଅଭିନୟ କରିବା ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିନେତ୍ରୀ ତମ୍ମନା ଭାଟିଆଙ୍କୁ ଦୀର୍ଘ ୫ ଘଣ୍ଟା ଜେରା କରିଛି। ନିର୍ଦ୍ଦେଶାଳୟ ପକ୍ଷରୁ ସମନ ଜାରି କରାଯାଇ ଆଜି ଗୌହାଟୀ କାର୍ଯ୍ୟାଳୟରେ ହାଜର ହେବାକୁ…

22ରେ ଲଘୁଚାପ ନେବ ବାତ୍ୟା ରୂପ

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସମୁଦ୍ରରୁ ବଳ ଗୋଟାଇବ । ଫଳରେ ଏହା ବାତ୍ୟାରେ ପରିଣତ ହୋଇପାରେ । ତେବେ ଏହାର ତୀବ୍ରତା ଓ ଗତିପଥକୁ ନେଇ ବାରମ୍ୱାର ଆକଳନ ପରିବର୍ତ୍ତନ କରୁଛି ଜିଏଫଏସ୍ ମଡେଲ, ଯାହାକୁ ନେଇ ସନ୍ଦେହ ବଢୁଛି । ଇସିଏମଡବ୍ଲୁଏଫ ମଡେଲ କେବଳ…

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ ‌କରିଛି। ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନିକ କାର୍ଯ୍ୟ ଓ ନେତୃତ୍ବ ସଂପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି। ମିନାକ୍ଷୀ…

ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଭୁଲକୁ ସ୍ୱୀକାର କରିଛନ୍ତି

ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଏହି ଟେଷ୍ଟରେ ଟସ୍ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରିବା ପରେ ଟିମ୍ ଇଣ୍ଡିଆ ମାତ୍ର ୪୬ ରନ୍ ସ୍କୋର କରିପାରିଥିଲା । ୬ ଜଣ ବ୍ୟାଟ୍ସମ୍ୟାନ ରନ୍ ସ୍କୋର୍…

ବିମାନ ଆକ୍ରମଣରେ ହମାସ ମୁଖ୍ୟ ୟାହ୍ୟା ସିନ୍‌ୱାର ନିହତ

ଇସ୍ରାଏଲ ପ୍ରତିରକ୍ଷା ବାହିନୀ ପକ୍ଷରୁ ଆଜି  କୁହାଯାଇଛି ଯେ ବିମାନ ଆକ୍ରମଣରେ  ହମାସ ମୁଖ୍ୟ ୟାହ୍ୟା ସିନ୍‌ୱାର ନିହତ ହୋଇଛି। ଏ ନେଇ କେତେକ ବଳିଷ୍ଠ ପ୍ରମାଣ ମିଳିଛି ବୋଲି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି। ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ଆକ୍ରମଣ ପାଇଁ…