ଆସନ୍ତା ୧୬ ତାରିଖରେ ୭୮ ପୁରି ୭୯ ବର୍ଷ ବୟସରେ ପାଦ ଦେବେ ନବୀନ

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୂରିବ ୭୮ ବର୍ଷ । ଆସନ୍ତା ୧୬ ତାରିଖରେ ୭୮ ପୁରି ୭୯ ବର୍ଷ ବୟସରେ ପାଦ ଦେବେ ନବୀନ।  ରକ୍ତ ଅଭାବରୁ ଯେପରି କୌଣସି ଜୀବନ ନ ଯାଏ, ସେଥିପାଇଁ ବ୍ୟାପକ ଭାବେ ରକ୍ତଦାନ ଶିବିର ଅନୁଷ୍ଠିତ କରିବାକୁ ବିଜେଡି ନେତା ଓ କର୍ମୀଙ୍କୁ ନିର୍ଦ୍ଦେଶ…

ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୪ର ଅଷ୍ଟମ ସଂସ୍କରଣ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆନ୍ତର୍ଜାତିକ ଦୂରସଂଚାର ସଂଘ - ବିଶ୍ୱ ଦୂରସଂଚାର ମାନକ ସଭା (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୪ର ଅଷ୍ଟମ ସଂସ୍କରଣକୁ ଉଦଘାଟନ କରି…

ଡ୍ରଗ୍ସ ଓ ନାର୍କୋ ବ୍ୟବସାୟ ବିପକ୍ଷରେ ଅଭିଯାନ

କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର ଆମର ଯୁବବର୍ଗଙ୍କୁ ନିଶା ଦ୍ରବ୍ୟ କବଳରୁ ରକ୍ଷା କରି ଏକ ନିଶାମୁକ୍ତ ଭାରତ ଗଠନ ପାଇଁ ପ୍ରତିଶ୍ରୁତିବଦ୍ଧ । ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ…

ଓଲିଉଡରେ ନୂଆ ରେକର୍ଡ କଲା କର୍ମ

ଭୁବନେଶ୍ବର: ‘କର୍ମ’ ପ୍ରଥମ ଦିନରୁ ହିଁ  ଜବରଦସ୍ତ ବ୍ୟାବସାୟିକ ସଫଳତା ହାସଲ କରିଛି। ଏହାପରେ ବି ଏହାର କ୍ରେଜ୍ ବଢିବାରେ ଲାଗିଛି। ଗୋଟିଏ ପରେ  ଗୋଟିଏ ରେକର୍ଡ ବି କରିବାରେ ଲାଗିଛି।ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ରିଲିଜ୍‌ର ପ୍ରଥମ…

ପଞ୍ଚମ ଜାତୀୟ ଜଳ ପୁରସ୍କାର ଘୋଷଣା

ଘୋଷଣା ହୋଇଛି ପଞ୍ଚମ ଜାତୀୟ ଜଳ ଶକ୍ତି ପୁରସ୍କାର। ଶ୍ରେଷ୍ଠ ରାଜ୍ୟ ବର୍ଗରେ ପ୍ରଥମ ସ୍ଥାନ ହାସଲ କରିଛି ଓଡ଼ିଶା। ଉତ୍ତରପ୍ରଦେଶ ଦ୍ବିତୀୟ ଏବଂ ଗୁଜରାଟ ଓ ପୁଡୁଚେରୀ ମିଳିତ ଭାବେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ପ୍ରତ୍ୟେକ ପୁରସ୍କାର ବିଜେତାଙ୍କୁ ପ୍ରଶଂସାପତ୍ର ଓ ଟ୍ରଫି ସହ ନିର୍ଦ୍ଦିଷ୍ଟ…

ଏହି ଚାରି ରାଶି ପାଇବେ ଶୁଭ ଫଳ

ମେଷ: କାର୍ଯ୍ୟ ବ୍ୟସ୍ତତାରେ ଦିନଟି କଟିବ। ପାରିବାରିକ ସଂପର୍କରେ ଭଲ ତା‌ଳମେଳ ରହିବ। ରାଜନୀତିରେ ଆର୍ଥିକ ଲାଭ ହେବ। ଶିକ୍ଷାର୍ଥୀଙ୍କର ଲେଖାପଢ଼ାରେ ମନ ଲାଗିବ। ଶାରୀରିକ ରୂପେ ସୁସ୍ଥ ରହିବେ। ବୃଷ: ନୂଆ ମୁକାମ ହାସଲ ହେବ। କୌଣସି ଚାଲେଞକୁ ସହଜରେ ସମାଧାନ କରିଦେବେ। କଳାକାରଙ୍କ…

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ

 ଆଇଜିଆଇ ବିମାନ ବନ୍ଦରରେ ଦିଲ୍ଲୀ-ଭଡୋଦରା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ଖେଳିଯାଇଛି। ଜଣେ କ୍ରୁ ସଦସ୍ୟ ବିମାନର ଶୌଚାଳୟରେ ବୋମା ଶବ୍ଦ ଲେଖାଥିବା ଏକ ଟିସୁ ପେପରକୁ ଦେଖିଲେ ଆତଙ୍କ ଖେଲିଥିବା ଜଣାପଡିଛି। ବୋମା ବିଷୟରେ ସୂଚନା ପାଇବା ପରେ ଯାତ୍ରୀମାନଙ୍କୁ ତୁରନ୍ତ ବିମାନରୁ…

୧୦ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ସମଗ୍ର ଦେଶର ମୌସୁମୀ ବିଦାୟ ନେଉଥିବା ବେଳେ ଅକ୍ଟୋବର ୧୬ ପର୍ଯ୍ୟନ୍ତ ୧୦ ଟି ରାଜ୍ୟରେ ପ୍ରବଳ ବର୍ଷା ହେବାର ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏହି ସମୟରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଇଏମଡିର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ…

ମେଲାଣି ନେବେ ମା’ : ଜାରି ହେଲା କଟକଣା

ସରିଛି ଦୁର୍ଗା ପୂଜା ଧରାପୃଷ୍ଠରୁ ମେଲାଣି ନେବେ ଜଗତ ଜନନୀ ମା ଦୁର୍ଗା । କଟକରେ  170 ରୁ ଉର୍ଦ୍ଧ୍ବ ମେଢ଼ ଆଜି ବିସର୍ଜନ ହେବେ । ସେଥିପାଇଁ ଦେବା ଗଡାରେ ସମସ୍ତ ବ୍ଯବସ୍ଥା କରାଯାଇଛି। ତେବେ ମାଆଙ୍କ ବିସର୍ଜନ ପାଇଁ କଟକ ମହାନଗର ନିଗମ ପକ୍ଷରୁ ଦେବୀଗଡାରେ 3ଟି ଅସ୍ଥାୟୀ ପୋଖରୀ ନିର୍ମାଣ…

ବାବା ସିଦ୍ଦିକିଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ଘଟଣାରେ ମୁମ୍ବାଇର କ୍ରାଇମବ୍ରାଞ୍ଚ ଟିମର ଛାନଭିନ୍। ବର୍ତ୍ତମାନ ସୁଦ୍ଧା ୩ ଗିରଫ, 28 ଗୁଳି ଜବତ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅନ୍ତିମ ଶୋଭାଯାତ୍ରାରେ ସାମିଲ ହେଲେ ଅନେକ ରାଜନେତା…